ପାକିସ୍ତାନ ସହ ସଂଘର୍ଷ ପଛରେ ଭାରତର ଭୂମିକା ନାହିଁ: ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମୁଲ୍ଲା ୟାକୁବ୍
କାବୁଲ: ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ପଛରେ ଭାରତର କୌଣସି ଭୂମିକା ନାହିଁ ବୋଲି କହିଛନ୍ତି ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ମହମ୍ମଦ ୟାକୁବ ମୁଜାହିଦ ଓରଫ ମୁଲ୍ଲା ୟାକୁବ୍। ମଙ୍ଗଳବାର ମୁଜାହିଦ କହିଛନ୍ତି ଯେ ପାକିସ୍ତାନ ସହିତ ହୋଇଥିବା ସଂଘର୍ଷ ଏକ … Read More
