କର୍ଣ୍ଣାଟକ ସରକାରଙ୍କୁ ଝଟକା: ଆରଏସଏସ ପଦଯାତ୍ରାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ: କର୍ଣ୍ଣାଟକରେ ଆରଏସଏସର ଏକ କାର୍ଯ୍ୟକ୍ରମକୁ ନେଇ ବିଜେପି ଏବଂ କଂଗ୍ରେସ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଛି । ମନ୍ତ୍ରୀ ପ୍ରିୟାଙ୍କ ଖଡ଼ଗେଙ୍କ ନିର୍ବାଚନମଣ୍ଡଳୀ ଚିତ୍ତପୁରରେ, ଶାନ୍ତି ଏବଂ ଆଇନ ଶୃଙ୍ଖଳା ଭଙ୍ଗ ହେବାର ସମ୍ଭାବନା ଦର୍ଶାଇ କର୍ତ୍ତୃପକ୍ଷ ରବିବାର ଦିନ … Read More
