ଆଫଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍: ୩କ୍ରିକେଟ ମୃତ
ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ । ଏଥିରେ ଆଫଗାନିସ୍ତାନର ୩ଜଣ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ଦିନ ଆଫଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଏୟାରଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ ୩ଜଣ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା କହିଛି ଆଫଗାନ … Read More
