୭୦୦ ବିଲିଅନ ଡଲାର ତଳକୁ ଖସିଲା ଭାରତର ବିଦେଶୀ ମୁଦ୍ରା ଭଣ୍ଡାର

ନୂଆଦିଲ୍ଲୀ: ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ୭୦୦ ବିଲିଅନ ଡଲାର ତଳକୁ ଖସି ଆସିଛି। ଅକ୍ଟୋବର ୩ ତାରିଖରେ ଶେଷ ହୋଇଥିବା ସପ୍ତାହ ସୁଦ୍ଧା ମୁଦ୍ରା ଭଣ୍ଡାର ୨୭୬ ମିଲିଅନ ଡଲାର ହ୍ରାସ ପାଇ ୬୯୯.୯୬ ବିଲିଅନ ଡଲାରରେ ପହଞ୍ଚିଥିଲା ବୋଲି ଭାରତୀୟ … Read More

ସବୁଠୁ ଶକ୍ତିଶାଳୀ ସିଙ୍ଗାପୁର ପାସପୋର୍ଟ : ୮୫ତମ ସ୍ଥାନରେ ଭାରତ

ଲଣ୍ଡନ: ହେନଲି ପାସପୋର୍ଟ ସୂଚକାଙ୍କ ପକ୍ଷରୁ ଚଳିତବର୍ଷ ପାଇଁ ବିଭିନ୍ନ ଦେଶର ପାସପୋର୍ଟ ତାଲିକା ଜାରି କରାଯାଇଛି। ତଦନୁଯାୟୀ ସିଙ୍ଗାପୁର ପାସପୋର୍ଟ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ସବୁଠୁ ଶକ୍ତିଶାଳୀ ପାସପୋର୍ଟ ଭାବେ ମାନ୍ୟତାଲାଭ କରିଛି। ସିଙ୍ଗାପୁର ପାସପୋର୍ଟଧାରୀ ବ୍ୟକ୍ତି ବିନା … Read More

ପାକିସ୍ତାନ-ଆଫଗାନିସ୍ତାନ ଯୁଦ୍ଧ ବିରତି ସମୟ ଶେଷ, ଚିନ୍ତାରେ ଶେହବାଜ

ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟାର ଯୁଦ୍ଧ ବିରତି ସମୟ ଶୁକ୍ରବାର ସନ୍ଧ୍ୟା ୬ଟାରେ ଶେଷ ହେଉଛି। ଯୁଦ୍ଧ ବିରତି ଶେଷ ହେବା ପରେ ପୁଣି ଥରେ ଆକ୍ରମଣ ପ୍ରତିଆକ୍ରଣ ଆରମ୍ଭ ହୋଇଯିବାର ଆଶଙ୍କା ରହିଛି। ଯାହାକୁ ନେଇ ଚିନ୍ତାରେ … Read More

ଗୁଜରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ, ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ହର୍ଷ ସାଙ୍ଘଭୀ

ଗୁଜରାଟ : ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ନୂଆ କ୍ୟାବିନେଟ ଗଠନ ହୋଇଛି । ନୂଆ କ୍ୟାବିନେଟ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ଗାନ୍ଧିନଗରର ମହାତ୍ମା ମନ୍ଦିରରେ ହୋଇଛି । ନୂଆ ମନ୍ତ୍ରିମଣ୍ଡଳ ପୁନର୍ଗଠନ ହୋଇଛି । ହର୍ଷ ସାଙ୍ଘଭୀ ଉପ … Read More

ଋଷ ଠାରୁ ତେଲ କିଣା ପ୍ରସଙ୍ଗ ଉପରେ ଟ୍ରମ୍ପଙ୍କୁ ଜବାବ ଦେଲା ଭାରତ

ନୂଆଦିଲ୍ଲୀ: ଋଷ ଠାରୁ ତେଲ କିଣା ପ୍ରସଙ୍ଗ ଉପରେ ଜବାବ ରଖିଲା ଭାରତ । ଟ୍ରମ୍ପଙ୍କ ଦାବିକୁ ନେଇ କେନ୍ଦ୍ର ସରକାର କହିଲେ ଦେଶର ଉପଭୋକ୍ତାଙ୍କ ସ୍ୱାର୍ଥରକ୍ଷାକୁ ଦିଆଯିବ ଅଗ୍ରାଧିକାର । ହଁ ଦର୍ଶକବନ୍ଧୁ, ପୁଣି ଆମେରିକା ରାଷ୍ଟ୍ରପତିଙ୍କର ବିଭ୍ରାନ୍ତିକର ବୟାନ ସମସ୍ତଙ୍କୁ … Read More

ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ

ବରଗଡ଼ : ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା … Read More

ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର :  ଆଗାମୀ ନୂଆପଡା ଉପନିର୍ବାଚନ 2025 ପାଇଁ ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ 52 ଜଣ ବିଜୁ ଜନତା ଦଳ (ବିଜେଡି) ନେତାଙ୍କୁ ନିୟୋଜିତ କରିଛନ୍ତି ।  ବିଜେଡି ସଭାପତି ତଥା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Read More

ଫେବ୍ରୁଆରୀ ୧୫ରୁ ୨୫ ସୁଦ୍ଧା ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

କଟକ : ଆସନ୍ତା ଫେବ୍ରୁଆରି ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ … Read More

SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ, ଫରେନସିକ୍ ପରୀକ୍ଷା ପାଇଁ ପଠାଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍ ଫରେନସିକ୍ ସାଇଣ୍ଟିଫିକ୍ ଲ୍ୟାବ – SFSLକୁ ପଠାଯାଇଛି। ପୋଲିସ ଆଶାୟୀଙ୍କୁ ଧରିବା ପୂର୍ବରୁ ସବୁ … Read More

ହାତୀ ଦାନ୍ତ ଜବତ, ୨ ଗିରଫ

ଆଠମଲ୍ଲିକ: ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା STF । ୨ଟି ହାତୀ ଦାନ୍ତ ଜବତ, ୨ ଗିରଫ । ଆଠମଲ୍ଲିକ ବ୍ଲକର ଜଙ୍ଗଲ ସଂଲଗ୍ନ ଯଦୁପୁର ଗ୍ରାମରେ ବିକ୍ରି ପାଇଁ ଡିଲ୍ ବେଳେ ୨ଟି ହାତୀ ଦାନ୍ତ ଜବତ ହୋଇଛି। … Read More