ଅସ୍ତ୍ରଶସ୍ତ୍ର ସହ ୨୧୦ ନକ୍ସଲ କଲେ ଆତ୍ମସମର୍ପଣ

ମାଲକାନଗିରି : ବନ୍ଧୁକ ଛାଡିଲେ, ଗୋଲାପ ଧରିଲେ। ଭୁଶୁଡ଼ୁଛି ଲାଲଗଡ଼ । ମହାରାଷ୍ଟ୍ର ପରେ ଛତିଶଗଡ଼ । ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଟପ ମାଓ ନେତାଙ୍କ ସମେତ ୨୧୦ ନକ୍ସଲ । ୧୫୩ଟି ଅସ୍ତ୍ରଶସ୍ତ୍ର ସହ ୨୧୦ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି … Read More

ବାଇକକୁ ଧକ୍କା ଦେଲା ଟ୍ରକ, ୨ ଶିଶୁ ସମେତ ୩ ମୃତ

କାମାକ୍ଷାନଗର: କାମାକ୍ଷାନଗରର ଏକ ଓଭରବ୍ରିଜ୍ ରେ ବାଇକକୁ ପଛରୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ଜଣେ ଗୁରୁତର । ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକକୁ ପଛରୁ … Read More

ସର୍ପାଘାତରେ ଅଜା-ନାତିଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ : ସାପ କାମୁଡ଼ାରେ ଅଜା-ନାତି ମୃତ । ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା କରଡକଣା ପଞ୍ଚାୟତ ଶବରପଲ୍ଲୀ ଗାଁର ଦୁଃଖଦ ଘଟଣା । ମୃତକ ହେଲେ ଅଜା ପଞ୍ଚାନନ ନାୟକ ଓ ନାତି ୯ ବର୍ଷିୟ ରୋହନ ପାଇକ । ଗତକାଲି … Read More

ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍

ପୁରୀ: ଖୁବଶୀଘ୍ର ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍। ଏନେଇ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପଦକ୍ଷେପ ନେଇଛି। ଏହି ପ୍ରକଳ୍ପ ପରିକଳ୍ପନା, ପ୍ରତିଷ୍ଠା ଓ ପରିଚାଳନା ନିମନ୍ତେ ବିଭାଗ ପକ୍ଷରୁ … Read More

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା

ଭୁବନେଶ୍ୱର/ହାଇଦ୍ରାବାଦ: ପଶ୍ଚିମବଙ୍ଗରେ ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଲିଭୁଣୁ ଏବେ ଏପରି ଏକ ସମାନ ମାମଲା ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ଯାହାକି ଏବେ ଚାଞ୍ଚଲ୍ୟର ବିଷୟ ପାଲଟିଛି। ତେଲଙ୍ଗାନା … Read More

ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା

କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ … Read More

ବିହାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କ୍ୟାମ୍ପେନ୍

ଭୁବନେଶ୍ୱର: ବିହାର ନିର୍ବାଚନ ମୈଦାନରେ ଓଡିଶା ମୁଖ୍ୟମନ୍ତ୍ରୀ। ଷ୍ଟାର କ୍ୟାମ୍ପେନରେ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲ୍ଲାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ … Read More

ଋଷିକେଶରେ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନର ପ୍ରତିକ୍ରିୟା

ଭୁବନେଶ୍ୱର: ଅଦିନିଆ ରଥଯାତ୍ରା ଉପରେ ଗୁରୁବାର ଇସ୍କନ ଋଷିକେଶ ପକ୍ଷରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍କନ ପକ୍ଷରୁ ଏକ ସୂଚନା ଜାରି କରି କୁହାଯାଇଛି ଯେ, ଅଦିନିଆ ରଥଯାତ୍ରାରେ ଇସ୍କନ ଋଷିକେଶର କୌଣସି ଭୂମିକା ନଥିଲା । ଏହି ରଥଯାତ୍ରା … Read More

ଲାଞ୍ଚ ନେଇ ସିବିଆଇ ହାତରେ ଧରା ପଡ଼ିଲେ ଡିଆଇଜି

ଚଣ୍ଡିଗଡ଼ : ପଞ୍ଜାବ ପୁଲିସର (Punjab police) ଜଣେ ଡିଆଇଜି ଲାଞ୍ଚ ନେଇ ସିବିଆଇ (CBI) ହାତରେ ଧରା ପଡ଼ିଛନ୍ତି । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ମାସକୁ ୫ ଲକ୍ଷ ଟଙ୍କା ନେଉଥିବାବେଳେ ସିବିଆଇ ତାଙ୍କୁ ଗିରଫ କରିଛି । ସୂଚନା … Read More

ମୋବାଇଲ୍ ଗେମ୍ ଖେଳୁଥିବା ବେଳେ ବାଳକଙ୍କ ମୃତ୍ୟୁ

ଲକ୍ଷ୍ମୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମୋବାଇଲ୍ ଗେମ୍ ଖେଳୁଥିବା ସମୟରେ ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ପିଲାର ପରିବାରଲୋକଙ୍କ କହିବା ଅନୁଯାୟୀ, ବିବେକ ଫ୍ରି ଫାୟାର ଗେମ୍ ଖେଳିବାରେ ଅଭ୍ୟସ୍ତ ଥିଲା। … Read More