୬୦ ସହଯୋଗୀଙ୍କ ସହ ଆତ୍ମସମର୍ପଣ କଲା ମୋଷ୍ଟ ୱାଣ୍ଟେଡ୍ ମାଓନେତା ମାଲୋଜୁଲା ବେଣୁଗୋପାଳ ରାଓ
ନୂଆଦିଲ୍ଲୀ : ଭୁଶୁଡୁଛି ଲାଲଗଡ଼ । ମୋଷ୍ଟ ୱାଣ୍ଟେଡ୍ ଟପ୍ ମାଓନେତା ମାଲୋଜୁଲା ବେଣୁଗୋପାଳ ରାଓ ଓରଫ ସୋନୁର ଆତ୍ମସମର୍ପଣ। ମହାରାଷ୍ଟ୍ର ଗଡ଼ଚିରୋଲି ପୋଲିସ ନିକଟରେ ୬୦ ସହଯୋଗୀଙ୍କ ସହ ଆତ୍ମସମର୍ପଣ କରିଛି CPI ମାଓବାଦୀର ବରିଷ୍ଠ ପଲିଟବ୍ୟୁରୋ ସଦସ୍ୟ ସୋନୁ । … Read More
