ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

ଉତ୍ତର ପ୍ରଦେଶ: ଯୌତୁକ ପାଇଁ ସ୍ତ୍ରୀକୁ ନିର୍ଯାତନା ଦେଲା ସ୍ବାମୀ । ସାତ ଜନ୍ମ ପାଇଁ ହାତ ଧରିଥିଲା କିନ୍ତୁ ଗୋଟିଏ ଜନ୍ମ ପାଇଁ ବି ସାଥ୍ ଦେଲାନି । ଓଲଟା ହତ୍ୟା କରି ଦୁର୍ଘଟଣାର ରୂପ ଦେଲା ସ୍ବାମୀ । … Read More

ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ବଡ଼ ଘୋଷଣା । ପୁଣି ପରମାଣୁ ଅସ୍ତ୍ର ପରୀକ୍ଷଣ ଆରମ୍ଭ କରିବାକୁ ନିର୍ଦ୍ଦେଶ । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରମାଣୁ ଅସ୍ତ୍ର ପରୀକ୍ଷା ପାଇଁ ପେଣ୍ଟାଗନକୁ ନିର୍ଦ୍ଧେଶ ଦେଇଛନ୍ତି ଟ୍ରମ୍ପ। ଚୀନ୍ ଓ ରୁଷ ଚାଲୁ … Read More

ଭାରତ ସାମୁଦ୍ରିକ ସପ୍ତାହରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର

ମୁମ୍ବାଇ: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଭାରତ ସାମୁଦ୍ରିକ ସପ୍ତାହ(IMW) ୨୦୨୫ରେ ଓଡ଼ିଶା ଷ୍ଟଲ୍କୁ ଶ୍ରେଷ୍ଠ … Read More

ବରିଷ୍ଠ ବିଜେପି ନେତା ଶଙ୍କର୍ଷଣ ପରିଡ଼ାଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର … Read More

ଗଜପତି ଓ କୋରାପୁଟ ‘ମନ୍ଥା’ରେ ସର୍ବାଧିକ ପ୍ରଭାବିତ

ଭୁବନେଶ୍ବର: ସାମୁଦ୍ରିକ ଝଡ଼ ‘ମନ୍ଥା’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁଁ ୩ଟି ସ୍ଥାନରେ ଭୂସ୍ଖଳନ ହୋଇଛି। ଗଜପତି ଜିଲାର ରାମଗିରି (ବଡ଼ଗାଁ-ଅନଘା ମୁଖ୍ୟ ରାସ୍ତା) ଓ କାଶୀନଗର ଗର୍ଭାଠାରେ ୨ଟି ଭୂସ୍ଖଳନ ଘଟଣା … Read More

ଜାତୀୟ ଜଳପଥ-୫ ଏବଂ ୬୪ ର ବିକାଶ ତଥା କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ … Read More

ବିଦ୍ୟୁତ ଖୁଣ୍ଟ ପଡି ଛାତ୍ର ଗୁରୁତର

ସୋର : ସୋର ବ୍ଲକ ସରଶଙ୍ଖ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି … Read More

ନଭେମ୍ବର ୧ରୁ ତହସିଲ ଅଫିସରେ ଜମି କିଣାବିକା

ଭୁବନେଶ୍ୱର : ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା  । ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ। ପରେ ଡିସେମ୍ବରରେ ବାକି ୨୭୩ ତହସିଲରେ ସମସ୍ତ ସେବା ଆରମ୍ଭ ହେବ । ନଭେମ୍ବର ୧ ରେ … Read More

ନିଶାମୁକ୍ତ ହେବ କଲେଜ କ୍ୟାମ୍ପସ, ମାର୍ଗଦର୍ଶିକା ଜାରି କଲା UGC

ଭୁବନେଶ୍ୱର :  କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ ।  ପ୍ରତି କ୍ୟାମ୍ପସରେ ରହିବେ Anti – drugs inspector ।  ଏନେଇ ମାର୍ଗଦର୍ଶିକା ଜାରି କରିଛି UGC ।  ସେହି ଆଧାରରେ ରାଜ୍ୟ ସରକାର ସପ୍ତାହ ବ୍ୟାପୀ ବିଭିନ୍ନ କଲେଜ ଓ … Read More

କାଦୁଆ ନଦୀକୁ ଖସି ପଡିଲା ଲକ୍ଷ୍ମୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗୋପ: ଭାରସାମ୍ୟ ହରାଇ ଓଲଟିଲା ଲକ୍ଷ୍ମୀ ବସ୍ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । କାକଟପୁର କୋଣାର୍କ ଅଭିମୁଖେ ଯାଉଥିବା କାଦୁଆ ନଦୀ ଭିତରକୁ ଖସି ପଡିଛି ଲଷ୍ମୀବସ । ଭାରସାମ୍ୟ ହରାଇ ଲକ୍ଷ୍ମୀ ବସ୍‌ ନଦୀକୁ ଖସି ପଡ଼ିଛି। ଷ୍ଟିୟରିଙ୍ଗ ଫେଲ … Read More