ପଶ୍ଚିମବଙ୍ଗ ଗଣଦୁଷ୍କର୍ମ: ଧରାପଡ଼ିଲେ ୪ ଅଭିଯୁକ୍ତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ୪ର୍ଥ ଅଭିଯୁକ୍ତ ଧରାପଡ଼ିଛି। ତା’ ନାଁ ହେଉଛି ଶେଖ ନାସିରୁଦ୍ଦିନ ଓ ଘର ଦୁର୍ଗାପୁର ଅଞ୍ଚଳରେ। ସ୍ଥାନୀୟ ବିଯଡ଼ା ଗ୍ରାମରୁ ପୁଲିସ ତା’କୁ ଧରିଛି। ଏହି ମାମଲାରେ ପୂର୍ବରୁ ୩ ଜଣଙ୍କୁ … Read More

ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଉଚିତ: ମମତା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଦରକାର ବୋଲି ମମତା କହିଛନ୍ତି। ଏହି ଘଟଣାକୁ ନେଇ ସେ … Read More

ପାକିସ୍ତାନ ଉପରେ ଆଫଗାନିସ୍ତାନର ଆକ୍ରମଣ, ୫୮ ଜଣ ସୈନ୍ୟ ମୃତ

ନୂଆଦିଲ୍ଲୀ : ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ । ପାକିସ୍ତାନର ୫୮ ଜଣ ସୈନ୍ୟଙ୍କୁ ମାରିଥିବା ଆଫଗାନିସ୍ତାନର ଦାବି । ସେପଟେ ଆଫଗାନିସ୍ତାନର ୧୯ଟି ବର୍ଡର ପୋଷ୍ଟକୁ ପାକିସ୍ତାନ ଅକ୍ତିଆର କରିଥିବା ଦାବି କରିଛି ।  ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ … Read More

ମେକ୍ସିକୋରେ ବର୍ଷାର ତାଣ୍ଡବ, ବନ୍ୟା ଓ ଭୂସ୍ଖଳନରେ ୪୧ ମୃତ

ମେକ୍ସିକୋ : ଗତ କିଛି ଦିନ ଧରି ମୁଷଳ ଧାରାରେ ବର୍ଷା ହେବା ଯୋଗୁଁ ମେକ୍ସିକୋରେ ପରିସ୍ଥିତି ଖରାପ ହେବାରେ ଲାଗିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ୟା ଏବଂ ଭୂସ୍ଖଳନ ହେବା ଯୋଗୁଁ … Read More

ବିହାର ନିର୍ବାଚନ ଆସନ ବୁଝାମଣା, ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଓ ୨୯ ଆସନରେ ଲଢ଼ିବେ ଏଲଜେପି

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ସରିଲା ଏନଡିଏର ଆସନ ବୁଝାମଣା। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନରେ ଉଭୟ ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଆସନରେ ଲଢ଼ିବେ। ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ … Read More

ବାଇକ୍କୁ ଧକ୍କା ଦେଲା କାର୍, ୨ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଜମଗଡ ଜିଲ୍ଲାରେ ବଡ଼ ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତଗାମୀ କାର୍ ମୋଟରସାଇକେଲ ଆରୋହୀଙ୍କୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ପୋଲିସ ପହଞ୍ଚି … Read More

ଗଳାକାଟି ହତ୍ୟା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ

ରେଙ୍ଗାଲିକ୍ୟାମ୍ପ: ଜଣେ ବ୍ୟକ୍ତିଙ୍କ ଗଳାକାଟି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ। ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚକୁଳି ଫାର୍ମ ସତୀଜୋର ନୂନେଇଗୁଡ଼ି ନିକଟ ୫୩ ନମ୍ବର ମୁଖ୍ୟ ଜାତୀୟ … Read More

ନୂଆପଡାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି: ଭକ୍ତ

ନୂଆପଡ଼ା: ନୂଆପଡ଼ାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି।  ଏଥର ତ୍ରିକୋଣୀୟ ଲଢ଼େଇ ହେବ ନାହିଁ। କଂଗ୍ରେସ ହାତକୁ ଏହି ଆସନ ଯିବ। ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସ। ସେ କହିଛନ୍ତି, … Read More

ଡାକ୍ତରଖାନାରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ

ଅନୁଗୋଳ: ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ। ହିଙ୍ଗୁଳା ଖଣି ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀମାନେ … Read More

କାଠଯୋଡ଼ିରେ ବୁଡ଼ିଗଲେ ୨ ନାବାଳକ

କଟକ : କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ନାବାଳକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। କୂଳସରିଚୁଆଁ ନିକଟ କାଠଯୋଡ଼ି ନଦୀରେ ରବିବାର ଏହି ଅଘଟଣ ଘଟିଛି। ନାବାଳକ ଦ୍ଵୟ ନଦୀରେ ଗାଧୋଇବା ସମୟରେ ଭାସିଯାଇଥିଲେ। ଉଭୟଙ୍କ ଘର ସ୍ଥାନୀୟ ବସ୍ତକୁଣ୍ଡଳ … Read More