ବଜ୍ରପାତରେ ଜଳିଗଲା ଲିଙ୍ଗରାଜ ମନ୍ଦିର ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍
ଭୁବନେଶ୍ୱର : ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । ଖାଲି ପତାକା ନୁହେଁ ବରଂ ସିସିଟିଭି ନଷ୍ଟ ହେବା ସହ ଗର୍ଭଗୃହରେ ଲାଗିଥିବା ବଲ୍ବ ମଧ୍ୟ ପୋଡ଼ି ଯାଇଥିବାର ସୂଚନା ମିଳିଛି । ବୁଧବାର ହୋଇଥିବା ବର୍ଷା ଓ ବଜ୍ରପାତରେ ଏପରି … Read More
