ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣା, ଜେଲରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ

ବ୍ରହ୍ମପୁର: ପୋଲିସ ଏସଆଇ ନିଯୁକ୍ତି ଜାଲିଆତି ଘଟଣାରେ ମୁକୁଳିଲେ ପରୀକ୍ଷାର୍ଥୀ । ଦୀର୍ଘ ୧ ମାସ ପରେ ମଣ୍ଡଳ କାରାଗାରରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ ।  ଗତକାଲି ୧୧୪ ଜଣଙ୍କୁ ଜାମିନ ଆବେଦନକୁ ମଞ୍ଜୁର କରିଥିଲେ ବ୍ରହ୍ମପୁର ଭିଜିଲାନ୍ସ କୋର୍ଟ । କ୍ରାଇମବ୍ରାଞ୍ଚ … Read More

ସ୍କୁଟି ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟ୍

ଚୌଦ୍ବାର: ଡିକି ଭାଙ୍ଗି ଲୁଟିନେଲେ । ଘର ଆଗରୁ ଡିକି ଭାଙ୍ଗି ୧୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଚୌଦ୍ବାର ନପଙ୍ଗ ପଞ୍ଚାୟତ ଇଟୁଆ ଗାଁ କୋର କୋର ସାହିରୁ ଲୁଟ୍ ହୋଇଛି। ରବିନ୍ଦ୍ର କୁମାର ତ୍ରିପାଠୀ ନାମକ ଜଣେ ବ୍ୟକ୍ତି … Read More

ବସକୁ ଧକ୍କା ଦେଲା ଟ୍ରକ, ୩ ଯାତ୍ରୀ ଗୁରୁତର

ବାଲେଶ୍ୱର: ପିଛା ଛାଡୁନି ବସ୍‌ ଦୁର୍ଘଟଣା । ଘରୋଇ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି ଟ୍ରକ୍‌ । ଏଥିରେ ୩ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନମ୍ବର ଜାତୀୟ ରାଜପଥର ଯୁଣବଳଦା ଛକ ନିକଟରେ ଦୁର୍ଘଟଣା … Read More

ପିନ ଗିଳି ଆଦର୍ଶ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ

ଫୁଲବାଣୀ : ଫୁଲବାଣୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ର ନୋଟିସ୍‌ ବୋର୍ଡରେ ଲାଗିଥିବା ପିନ୍‌ ଗିଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତକଙ୍କ ବାପା ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି। ଛାତ୍ର ଜଣଙ୍କ ତୁଷାର … Read More

ବିହାର ବିଧାନସଭା ନିର୍ବାଚନ: ମୁଜାଫରପୁରରୁ ପ୍ରଚାର ଆରମ୍ଭ କଲେ ରାହୁଲ

ବିହାର: ମୁଜାଫରପୁରରେ ତେଜସ୍ୱୀ ଯାଦବଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଥମ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ରାହୁଲ ଗାନ୍ଧୀ ମୁଜାଫରପୁରରେ ଏକ ସାଧାରଣ ସଭା ସହିତ ବିହାର ବିଧାନସଭା ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହିତ … Read More

ଗାଜାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ୯ମୃତ

ଇସ୍ରାଏଲ ଗାଜା ଉପରେ ଏକ ବଡ ଆକ୍ରମଣ କରିଛି । ଏହି ଆକ୍ରମଣରେ ୯ଜଣ ପ୍ରାଣ ହରାଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଇସ୍ରାଏଲ ଆମେରିକାକୁ ସୂଚନା ଦେବା ପରେ ଏହି ଆକ୍ରମଣ କରିଥିଲା । ଏକ ରିପୋର୍ଟ ଅନୁସାରେ … Read More

ରାଫେଲରେ ଉଡିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି … Read More

ନ୍ୟାସନାଲ୍ କନଫରେନ୍ସରେ ବଢ଼ୁଛି ତିକ୍ତତା: ଓମାରଙ୍କ ଇସ୍ତଫା ଦାବି କଲେ ଦଳୀୟ ସାଂସଦ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀର ନ୍ୟାସନାଲ କନଫରେନ୍ସରେ ଦିନକୁ ଦିନ ତିକ୍ତତା ବଢିବାରେ ଲାଗିଛି। ଜାମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ହୋଇଥିବାରୁ ସେ ଇସ୍ତଫା ଦେବା ଉଚିତ୍ ବୋଲି ଦଳର ଶ୍ରୀନଗର ସାଂସଦ … Read More

ଏସ୍‌ଜେ-୧୦୦ ଯାତ୍ରୀବାହୀ ବିମାନ ନିର୍ମାଣ ଲାଗି ରୁଷ୍‌-ଭାରତ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ: ଯାତ୍ରୀବାହୀ ବିମାନ ନିର୍ମାଣ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ୍‌) ତରଫରୁ ରୁଷ୍‌ର ପବ୍ଲିକ ଜଏଣ୍ଟ ଷ୍ଟକ୍‌ କମ୍ପାନୀ ୟୁନାଇଟେଡ୍‌ ଏୟାରକ୍ରାଫ୍ଟ କର୍ପୋରେସନ୍‌ (ପିଜେଏସ୍‌ସି-ୟୁଏସି) ସହ ଚୁକ୍ତି କରାଯାଇଛି। ଏସ୍‌ଜେ-୧୦୦ ନାମକ ଯାତ୍ରୀବାହୀ ବିମାନ ନିର୍ମାଣ ପାଇଁ ଏହି ଚୁକ୍ତି … Read More

ରିଲ୍ସ କରିବା ବେଳେ ନଦୀକୁ ଖସିପଡ଼ିଲେ ବିଜେପି ବିଧାୟକ

ନୂଆଦିଲ୍ଲୀ: ସାମାଜିକ ଗଣମାଧ୍ୟମରେ ରିଲ୍ କରିବା ସମୟରେ ଦିଲ୍ଲୀ ବିଜେପି ବିଧାୟକ ରବିନ୍ଦର ସିଂହ ନେଗୀ ଭାରସାମ୍ୟ ହରାଇ ଯମୁନା ନଦୀରେ ଖସିପଡିଛନ୍ତି। ବିଧାୟକ ନେଗୀ ନଦୀରେ ଖସିପଡିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଥିବାବେଳେ ବିରୋଧୀ ଏହାକୁ ନେଇ କଟାକ୍ଷ … Read More