ଶାହରୁଖ ଖାନଙ୍କୁ ସମନ, ମାନହାନି କେସରେ ସମୀର ୱାଙ୍ଖଡେ ମାଗିଲେ ୨ କୋଟି କ୍ଷତିପୂରଣ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ଶାହରୁଖ ଖାନ ଏବଂ ପତ୍ନୀ ଗୌରୀ ଖାନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ସମନ । ମାନହାନୀ ମାମଲାରେ ଶାହରୁଖଙ୍କ ମାଲିକାନାରେ ଥିବା କମ୍ପାନୀ ରେଡ ଚିଲ୍ଲି ଏବଂ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସକୁ ଏହି ସମନ ଜାରି ହୋଇଥିବା ଜଣାପଡିଛି … Read More

ପାକିସ୍ତାନୀ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଟିଟିପିର ଆକ୍ରମଣ, ୧୧ ମୃତ

ପାକିସ୍ତାନ : ପାକିସ୍ତାନରେ ଇସଲାମିଷ୍ଟ ଆତଙ୍କବାଦୀଙ୍କ ଆକ୍ରମଣ । ଆଫଗାନିସ୍ତାନ ସୀମାରେ ଆମ୍ବୁସ୍ । ପାକିସ୍ତାନ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଭୟଙ୍କର ଆକ୍ରମଣ । ଏଥିରେ ୯ ଜଣ ପାରାମିଲିଟାରୀ ଯବାନ ଏବଂ ଦୁଇ ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି । … Read More

ଭୋଜପୁରୀ ସୁପରଷ୍ଟାର ପୱନ ସିଂହଙ୍କୁ Y କ୍ୟାଟେଗୋରୀ ସୁରକ୍ଷା

ବିହାର : ଭୋଜପୁରୀ ସୁପରଷ୍ଟାର ପୱନ ସିଂଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y କ୍ୟାଟେଗୋରୀ ସୁରକ୍ଷା ମିଳିଛି । ତାଙ୍କ ଜୀବନକୁ ବିପଦ ଥିବା ନେଇ ଆଇବିକୁ କିଛି ସୂଚନା ମିଳିବା ପରେ ଗୃହ ମନ୍ତ୍ରଣାଳୟ ସୁରକ୍ଷା ବଢାଇଦେଇଛି । ଏହି ସମୟରେ … Read More

ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି

ଶ୍ରୀମାଧେପୁର : ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି … Read More

ଭାରତରେ ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର, ଅନେକ ବାଣିଜ୍ୟ ଚୁକ୍ତି ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ: ଆମେରିକା ସହିତ ଚାଲିଥିବା ଉତ୍ତେଜନାରେ, ଭାରତ ଏବଂ ବ୍ରିଟେନ ମଧ୍ୟରେ ବନ୍ଧୁତା ଗଭୀର ହେଉଥିବା ପରି ମନେ ହେଉଛି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି । ସେ ବୁଧବାର (୮ ଅକ୍ଟୋବର) ସକାଳେ … Read More

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ : ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ

ଭୁବନେଶ୍ଵର : ଏସ୍‌ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି। ସେପଟେ ପୁଲିସ୍‌ ସବ୍ … Read More

ଭାଲୁ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ

ନୀଳଗିରି: ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ମହିଳା ମୃତ। ମୃତ ମହିଳା ନୀଳଗିରି ଥାନା ଅଧିନ ସଜନାଗଡ଼ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ର ମୋହନ ନାୟକଙ୍କ ସ୍ତ୍ରୀ ଶାନ୍ତିଲତା ନାୟକ। … Read More

ବାପାକୁ ଟାଙ୍ଗିଆରେ ହାଣି ପୋତିଦେଲା ପୁଅ !

ଦେବଗଡ : ପରେ ବାପାଙ୍କୁ ମାଟିରେ ପୋତିଦେଲା ପୁଅ। ବାରକୋଟ ଥାନା ଔତଳ ଗାଁରେ ନିର୍ମମ ହତ୍ୟାକାଣ୍ଡ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ ଥିବା ଏକ ମେଣ୍ଢା କୁ ବିକ୍ରି ପାଇଁ … Read More

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ଵର :  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା … Read More

କାମାକ୍ଷାନଗରରେ ପୁଣି ବାଘ ଆତଙ୍କ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ କାଦବସନ୍ତ ଗାଁରେ ଏକ ଗାଇକୁ ଜଙ୍ଗଲ ଭିତରକୁ ଘୋଷାଡି ନେଇ ମାରିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ବାଘକୁ … Read More