ଭାରତ-ୱେଷ୍ଟଇଣ୍ଡିଜ୍ ଟେଷ୍ଟ ସିରିଜ୍: ପ୍ରଥମ ଟେଷ୍ଟ ଜିତିଲା ଭାରତ
ଅହମ୍ମଦାବାଦ: ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ୱେଷ୍ଟଇଣ୍ଡିଜ୍ ଦୁଇ ଟିକିଆ ମ୍ୟାଚରେ ପ୍ରଥମ ଟେଷ୍ଟ ଜିତିଲା ଭରତ । ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍ କୁ ୧୬୨ରନରେ ଅଲଆଉଟ୍ କରିଛି । ୱେଷ୍ଟଇଣ୍ଡିଜ୍ କୁ ଇସିଂସ ଓ ୧୪୦ ରନରେ ହରାଇଲା ଭାରତୀ ଟିମ୍ … Read More
