ବାତ୍ୟାରେ ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ, କ୍ଷୟକ୍ଷତି ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲା ପ୍ରଶାସନ
ଭୁବନେଶ୍ୱର : ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ । ସଠିକ ଆକଳନ କରି ୭୨ ଘଣ୍ଟାରେ … Read More
