ବାତ୍ୟା ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ବିମାନ ଉଡ଼ାଣ ବାତିଲ
ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ … Read More
