ଯାତ୍ରାରେ ମେଲୋଡି ବେଳେ କଳାକାରଙ୍କ ହାତରୁ ମାରଣାସ୍ତ୍ର ଖସି ନାବାଳକ ଗୁରୁତର
ଚାନ୍ଦବାଲି : ଯାତ୍ରାରେ ଚାଲିଥିଲା ମେଲୋଡି । ନାଚ ଗୀତକୁ ଏଞ୍ଜୟ କରୁଥିଲେ ସମସ୍ତେ । ହେଲେ ଏହି ନାଚ ଗୀତ ମଧ୍ୟରେ ଘଟିଗଲା ବଡ ଅଘଟଣ । ହଠାତ୍ ଯାତ୍ରା ପେଣ୍ଡାଲ ତଳେ ବସିଥିବା ନାବାଳକ ହେଇଗଲା ଗୁରୁତର । ମେଲୋଡି … Read More
