କାଲି ନୂଆପଡା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ମିନିଷ୍ଟାଡିଅମରେ ଆୟୋଜିତ ହେବ ସାଧାରଣ ସଭା
ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ଉପରେ ବିଜେପିର ଫୋକସ୍ । ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପୁର୍ବରୁ କାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିନିକିଆ ନୂଆପଡା ଜିଲ୍ଲା ଗସ୍ତ । କାଲି ସକାଳ ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ … Read More
