ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି। ବୁଧବାର … Read More

ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ଭୁବନେଶ୍ୱର: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ … Read More

ଦୁର୍ଗାପୁର ଜଙ୍ଗଲରେ କ୍ରାଇମ୍‍ ସିନ୍‍ ରିକ୍ରିଏସନ୍‍

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍‍ ରିକ୍ରିଏସନ୍‍ କରୁଛି । ଜଣେ ଅଭିଯୁକ୍ତକୁ … Read More

ବିଜେପିରେ ସାମିଲ ହେଲେ ମୈଥିଲି ଠାକୁର

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ ନୂଆ ଚେହେରା ସାମିଲ ହେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ମଙ୍ଗଳବାର କଣ୍ଠଶିଳ୍ପୀ ତଥା ଲୋକଗାୟିକା ମୈଥିଲି ଠାକୁର ପଦ୍ମ ଧରିଛନ୍ତି। ଦଳରେ ଯୋଗଦେବା ପରେ ତାଙ୍କୁ ଦରଭଙ୍ଗାର ଅଲିନଗର ଆସନରୁ ଟିକେଟ ମିଳିବା … Read More

ଜୈସଲମୈରରେ ବସରେ ଲାଗିଲା ନିଆଁ, ୧୦ରୁ ଅଧିକ ଯାତ୍ରୀ ମୃତ

ରାଜସ୍ଥାନ : ରାଜସ୍ଥାନ ଜୈସଲମୈରରେ ବଡ଼ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ୪୦ ଯାତ୍ରୀ ଆହତ … Read More

ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୭୧ ଜଣଙ୍କ ନାଁ ଘୋଷଣା କଲା ଦଳ

ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି … Read More

ଶାନ୍ତ ପଡ଼ିଲା ଗାଜା, ଶାନ୍ତି ସମ୍ମିଳନୀକୁ ସମ୍ବୋଧନ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଶେଷରେ ଶାନ୍ତ ପଡ଼ିଲା ଗାଜା । ଆମେରିକାର ହସ୍ତକ୍ଷେପ ପରେ ଶାନ୍ତି ପ୍ରତିଷ୍ଠାର ବାଟ ଫିଟିଛି । ଏ ଅବସରରେ ଗାଜା ଶାନ୍ତି ସମ୍ମିଳନୀକୁ ସମ୍ବୋଧିତ କରି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, “ଏହା ମଧ୍ୟ-ପ୍ରାଚ୍ୟ ବାହାରେ ବିଶ୍ୱ ଇତିହାସରେ … Read More

LOCରେ ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ

ଜମ୍ମୁ-କାଶ୍ମୀର: LOCରେ ଫାୟାରିଂ । ସେନା ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ । ଅନୁପ୍ରବେଶକୁ ରୋକିବକୁ ଜମ୍ମୁ ଏବଂ କାଶ୍ମୀରର କୁପୱାଡା ସେକ୍ଟରରେ ଗୁଳି ବିନିମୟ । ଗତକାଲି ସନ୍ଧ୍ୟା ସମୟରେ ନିୟନ୍ତ୍ରଣ ରେଖା ନିକଟରେ ସନ୍ଦେହଜନକ ଗତିବିଧି ପରିଲକ୍ଷିତ ହୋଇଥିଲା । … Read More

କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO

ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା WHO । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ ଏଥିଲିନ୍ ଗ୍ଲାଇକୋଲ୍ ଅଧିକ ମାତ୍ରାରେ ବ୍ୟବହୃତ ନେଇ ସତର୍କ କରିଛି WHO । ଯାହା … Read More

ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତକୁ ପ୍ରଂଶସା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଭାରତକୁ ପ୍ରଂଶସା କଲେ ଟ୍ରମ୍ପ । ମୋଦିଙ୍କୁ ଭଲ ବନ୍ଧୁ କହିବା ସହ ଭାରତ ଏକ ମହାନ ଦେଶ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଇଜିପ୍ଟରେ ଅନୁଷ୍ଠିତ ଶର୍ମ-ଏଲ ଶେଖ ସମ୍ମିଳନୀରେ ସମ୍ବୋଧନ କରି ଏହା କହିଛନ୍ତି … Read More