ହଷ୍ଟେଲ ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା
ଗୋପାଳପୁର: ଛାତ୍ରାବାସର ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ପ୍ରଶାସନିକ କୋଠା ସମ୍ମୁଖରେ ଧାରଣା ଦେଇ ଫି’ ବୃଦ୍ଧିର ପ୍ରତିବାଦ କରିଥିଲେ। ଶେଷରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଛାତ୍ରଛାତ୍ରୀମାନଙ୍କ … Read More
