ମୃତ୍ୟୁ ଦଣ୍ଡ ଲାଗି ଫାଶୀ ବଦଳରେ ଘାତକ ଇଞ୍ଜେକସନ୍ ବ୍ୟବହାର କରାଯାଇପାରିବ ନାହିଁ କାହିଁକି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୃତ୍ୟୁଦଣ୍ଡାଦେଶ ହୋଇଥିବା କଏଦୀଙ୍କ ପାଇଁ ମୃତ୍ୟୁଦଣ୍ଡର ପଦ୍ଧତି ଭାବରେ ଘାତକ ଇଞ୍ଜେକ୍ସନ ବ୍ୟବହାର କରିବାକୁ ସରକାରଙ୍କ ବିରୋଧ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। କୋର୍ଟ କହିଛନ୍ତି ଯେ, ସରକାର ସମୟ ସହିତ ଖାପ ଖୁଆଇବାକୁ ଇଚ୍ଛୁକ ନୁହନ୍ତି। ମୃତ୍ୟୁଦଣ୍ଡକୁ ଘାତକ … Read More

ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ

ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ … Read More

ତୁଟିଲା ଦ୍ୱନ୍ଦ୍ୱ : ୨୦ରେ ପାଳନ ହେବ ଦୀପାବଳି ଓ ପୟାଶ୍ରାଦ୍ଧ

ପୁରୀ : ୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ ।  ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ ।  ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ କରିଛି ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭା ।  ପୁରୀ ଭକ୍ତ ସାଲବେଗ ପୀଠରେ ମୁକ୍ତିମଣ୍ଡପ ପଣ୍ଡିତ … Read More

ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ … Read More

ନୂଆପଡାରେ ବିଜେପିର ମିଶ୍ରଣ ପର୍ବ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଉଦ୍ୟାନବନ୍ଧ ଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରାୟ ୧୮ଜଣ ସରପଞ୍ଚ, ୨୦ଜଣ ସମିତି ସଭ୍ୟଙ୍କ ସହ ପ୍ରାୟ ୩୦ଟି … Read More

ମାଓବାଦୀ ନାଁରେ ବାପାକୁ ପୁଅର ଧମକପୂର୍ଣ୍ଣ ଚିଠି, ’୩୫ ଲକ୍ଷ ନଦେଲେ ପରିବାରକୁ ମାରିଦେବି’

ଭବାନୀପାଟଣା : ବାପାଙ୍କଠୁ ୩୫ ଲକ୍ଷ ଟଙ୍କା ଆଦାୟ ପାଇଁ ଧରାପଡ଼ିଲା ପୁଅର କାରସାଦି । ମାଓବାଦୀ ନାଁରେ ବାପାଙ୍କୁ ଧମକପୂର୍ଣ୍ଣ ଚିଠି ଲେଖିଥିଲା । ୩୫ ଲକ୍ଷ ଟଙ୍କା ବଟି ଦେବାକୁ କହିଥିଲା । ଘଟଣାର ତଦନ୍ତ ପରେ ପୋଲିସ ବ୍ୟବସାୟୀଙ୍କ … Read More

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ୫ କିଲୋ ଅଧିକ ଚାଉଳ

ଭୁବନେଶ୍ବର : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ମୁଣ୍ଡ ପିଛା ବଢ଼ିପାରେ ଚାଉଳ । ଆଗରୁ ରାସନ କାର୍ଡଧାରୀଙ୍କୁ ୫କିଲୋ ଚାଉଳ ମିଳୁଥିଲା । ହେଲେ ଏବେ ସରକାର ଅଧିକ ଚାଉଳ ଦେବାକୁ ଚିନ୍ତା କରୁଥିବା ଜଣାଯାଇଛି । … Read More

ଶ୍ବଶୁର ଘରେ ନିଆଁ ଲଗାଇଲା ଜ୍ୱାଇଁ

କେନ୍ଦୁଝର : ଶ୍ବଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ମଙ୍ଗଳପୁର ଗାଁରେ ଜ୍ବାଇଁର ଉନ୍ମତ୍ତ କାଣ୍ଡ । ଶାଶୁ, ଶ୍ୱଶୁର, ସ୍ତ୍ରୀ ଓ ଝିଅ ଗୋଟିଏ ଘରେ ଶୋଇଥିବାବେଳେ ସେମାନଙ୍କୁ ସେହି ଘରେ ବନ୍ଦ … Read More

କଂଗ୍ରେସ ଭବନରେ ହାଇଡ୍ରାମା, ପୁଣି ବିବାଦରେ ଛନ୍ଦି ହେଲେ ନାଣ୍ଡୁ ଧଳ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ … Read More

ସ୍କୁଲ ବସ୍-ବାଇକ ମୁହାଁମୁହିଁ: ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ

ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ … Read More