୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ … Read More

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ … Read More

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି … Read More

ସଚେତନତା ସାଇବର ଅପରାଧକୁ ରୋକିବା ପାଇଁ ସବୁଠୁ ଶକ୍ତିଶାଳୀ ଅସ୍ତ୍ର

ଭୁବନେଶ୍ୱର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ … Read More

BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା

ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ ଟେଲିକମ୍ … Read More

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ

ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ମଧ୍ୟ … Read More

ଦୁଇ ମଟର ସାଇକେଲ ଧକ୍କା, ୩ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କରୁକୋଣ୍ଡା ମାଲକାନଗିରି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମୃତ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ଦୁଇ ମଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ଦମ୍ପତିଙ୍କ … Read More

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ

ଭୁବନେଶ୍ୱର : ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ୨୦୦ ଶହରୁ ଅଧିକ ପର୍ଯ୍ୟଟକ ପ୍ରବେଶ କରିଛନ୍ତି । … Read More

ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର : ରାଜଧାନୀରେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ଦୁଷ୍କର୍ମ ।  ପୀଡ଼ିତାଙ୍କ ଘର ଝାଡ଼ଖଣ୍ଡରେ । ନାବାଳିକାଙ୍କୁ ମୁମୂର୍ଷୁ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । MLC ବା ମେଡିକୋ ଲିଗାଲ କେସ୍ କରାଯାଇ ତାଙ୍କୁ ଚିକିତ୍ସା କରାଯାଉଛି । କ୍ୟାପିଟାଲ … Read More

ଜମି ଡିମାର୍କସେନ ପାଇଁ ଆଉ ଯିବାକୁ ପଡ଼ିବନି ତହସିଲ, ଅନଲାଇନ ଆବେଦନ କଲେ ଏଣିକି ମିଳିବ ତାରିଖ

ଭୁବନେଶ୍ୱର : ଡିମାର୍କସେନ ପାଇଁ ଆଉ ବାରମ୍ବାର ତହସିଲ ଅଫିସ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଏଣିକି ଜମି ଡିମାର୍କସେନ ପାଇଁ ଅନଲାଇନରେ ଆବେଦନ କଲେ ମିଳିବ ତାରିଖ । ସେହିଦିନ ତହସିଲ ଅଧିକାରୀ, ଅମିନ ଓ … Read More