ନାବାଳିକାଙ୍କୁ ଅସଦାଚରଣ, ବାବା ଗିରଫ

ଭୁବନେଶ୍ୱର : ଆଶ୍ରମରେ ବାବାଙ୍କ ବ୍ୟାଡ଼ ଟଚ୍ ଅଭିଯୋଗ । ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ମହିମା ବାବା ଅମର ଦାସ ଗିରଫ । ନନ୍ଦନକାନନ ଥାନା କେନ୍ଦୁପାଟଣା ଦାଢ଼ରେ ଘଟଣା ଘଟିଛି । ପୂଜା ପାଇଁ ଯାଇଥିବାବେଳେ ନାବାଳିକାଙ୍କୁ ବାବା ଅସଦାଚରଣ କରିବା … Read More

ଟ୍ରାକ ଉପରେ ଧସିଲା ପଥର, କିରଣ୍ଡୁଲ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍ ବାତିଲ

ଜୟପୁର: ରେଳପଥ ଉପରେ ପଡିଲା ପଥର। ରେଳ ଚଳାଚଳ ବନ୍ଦ। ଆନ୍ଧ୍ର-ଓଡିଶା ଛତିଶଗଡକୁ ସଂଯୋଗ କରୁଥିବା ବିଶାଖାପାଟଣା-କିରାଣ୍ଡୁଲ କେକେ ରେଳପଥରେ ଅଘଟଣ ଘଟିଛି। ଭୋର୍ ୪ଟା ସମୟରେ ଆନ୍ଧ୍ର ପ୍ରଦେଶର ଟ୍ୟାଡା-ଚିପୁପାଲି ରେଳପଥ ଉପରେ ବିରାଟ ପଥର ଖସିପଡିଥିଲା। ପଥର ସହ … Read More

ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗ୍ରାମାଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ … Read More

ଶାସନ ନୁହେଁ, ସେବା ହିଁ ରାଜ୍ୟ ସରକାରଙ୍କର ମୂଳମନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ ଏବଂ ଅନ୍ତ୍ୟୋଦୟ ଗୃହ … Read More

ମାଓବାଦୀଙ୍କୁ ଧରାଇଲେ ମିଳିବ ପୁରସ୍କାର

କଲ୍ୟାଣସିଂହପୁର: ମାଓବାଦୀଙ୍କୁ ଧରାଇଲେ ପୁରସ୍କାର ରାଶି ପ୍ରଦାନ କରାଯିବ। ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଓଡିଶା ପୁଲିସ୍‌ ପକ୍ଷରୁ ଏଭଳି ଘୋଷଣା କରାଯାଇଛି। କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ପାଚେରୀ, ସମିତି ଓ ତହସିଲଦାର କାର୍ଯ୍ୟାଳୟର ଫାଟକରେ ଏ ନେଇ ପୋଷ୍ଟର ମଧ୍ୟ … Read More

ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର

ହରଭଙ୍ଗା : ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଡମକୁଜ ଗାଁରେ ଦୁଃଖଦ ଘଟଣା ଘଟିଛି। ଗତକାଲି ରାତିରେ ଉଭୟ ଭାଇ-ଭଉଣୀ ଘରେ ଶୋଇଥିବାବେଳେ ଏକ ବିଷାକ୍ତ ଚିତି ସାପ ତାଙ୍କୁ କାମୁଡିଥିଲା। … Read More

‘ନୂଆପଡ଼ା ଉପନିର୍ବାଚନ ପରେ ଘୋଷଣା ହେବ ବୋର୍ଡ-ନିଗମ ପଦବୀ’

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ପରେ ଘୋଷଣା ହେବ ବୋର୍ଡ ନିଗମ ପଦପଦବୀ । ସୂଚନା ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ।  କହିଲେ, ନୂଆପଡ଼ା ଉପନିର୍ବାଚ ପରେ ବୋର୍ଡ ନିଗମ କମିଶନ ପଦ ପଦବୀ ହେବ ଘୋଷଣା ।  କାହାକୁ … Read More

ଝିଅକୁ ଅସଦାଚରଣ କରିବାରୁ ଯୁବକଙ୍କୁ ହତ୍ୟାକରି ଆତ୍ମସମର୍ପଣ କଲା ବାପା

କାମାକ୍ଷାନଗର : ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଞ୍ଚଳରେ ଚାଞ୍ଚଲ୍ୟ  l ଝିଅକୁ ଅସଦାଚରଣ କରୁଥିବା ନେଇ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କଲା ବାପା  l  ହତ୍ୟା କରିବା ପରେ ନିଜକୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ବାପା  l  ମୃତ … Read More

କଟକରେ ବି ୨ ଘଣ୍ଟା ଫୁଟିବ ବାଣ

କଟକ : ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଭୁବନେଶ୍ବର ଭଳି କଟକରେ ବି ୨ ଘଣ୍ଟା ଫୁଟିବ ବାଣ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ସହରବାସୀକୁ ଅପିଲ କରିଛନ୍ତି କଟକ ଡିସିପି । ଗଳିକନ୍ଦିରେ … Read More

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଊର୍ଦ୍ଧ୍ବ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ … Read More