ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ

ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ  । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ପୁରୀ … Read More

ଟ୍ୟୁସନ ସାର୍‌ଙ୍କୁ ଗୁଳିମାଡ଼

ଭୁବନେଶ୍ୱର: ବିଚ୍ ରାସ୍ତାରେ ଟ୍ୟୁସନ ସାର୍‌ଙ୍କୁ ଗୁଳିମାଡ଼।ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ମାଙ୍କଡାପାଳ ଗାଁରେ ଗତକାଲି ଏହି ଘଟଣା ଘଟିଛି। ଏହି ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି ମାଙ୍କଡାପାଳ ଗାଁର ସଞ୍ଜୟ କୁମାର ନାୟକ। ଗତକାଲି ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ହଠାତ୍ … Read More