ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ଧରାପଡ଼ିଲେ ଗୁମାସ୍ତା

ପୁରୀ: ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନରେ ଫଟୋ ଉଠାଇବା​‌ ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖିଛନ୍ତି ଶ୍ରୀମନ୍ଦିର ପୁଲିସ। ଗୁମାସ୍ତା ଜଣକ ଫୋନରେ ଯାତ୍ରୀଙ୍କ ଫଟୋ ଉଠାଉଥିଲେ। ପ୍ରତିହାରୀ ନିଯୋଗ ସମ୍ମୁଖରେ ଯାତ୍ରୀଙ୍କ ଫଟୋ ଉଠାଉଥିବା ସୂଚନା ମିଳିଛି। ମନ୍ଦିର … Read More

ଘର ଭାଙ୍ଗିଲେ ହାତୀ, ବାସ ହରାଇଲେ ୩ ଅନାଥ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ବନାଞ୍ଚଳରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ କମିବାର ନାଁ ଧରୁନାହିଁ। ବିଭିନ୍ନ ଗାଁରେ ଚାଷବାସ ଉଜାଡି ନଷ୍ଟ କରୁଥିବାବେଳେ ସୋମବାର ବିଳମ୍ବିତ ରାତିରେ ମୂଷାନାଳ ସେକ୍ସନ ପାଜିଖମନ ଗାଁରେ ସ୍ୱର୍ଗତ ନାରଣ ମାଝୀଙ୍କ ଘରକୁ ଜଙ୍ଗଲୀ ହାତୀପଲ … Read More

ମହୁମାଛି ଆକ୍ରମଣରେ ୫ ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ବନବିଭାଗ କାର୍ଯ୍ୟାଳୟ ନିକଟରେ ମହୁମାଛି ଦଂଶନରେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ କମଳୀ ହିକକା(୫୦), ତାଙ୍କ ଜ୍ବାଇଁ ଇଲିଗା … Read More

ବାଣ ଭିଡ଼ିବା ବେଳେ ବିସ୍ଫୋରଣ: ଯୁବକ ମୃତ, ଘର ଚୁରମାର,

ଖଲ୍ଲିକୋଟ: ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ଘର ଚୁରମାର ହୋଇଯାଇଛି। ଏହି ଘଟଣାରେ ଜଣେ ଯୁବକଙ୍କ ହାତଗୋଡ଼ କଟିଯିବା ସହିତ ତାଙ୍କ ମୃତ୍ୟୁ ଘଟିଛି। ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କିଇଠଡା ଗ୍ରାମରେ ଏହି … Read More

ଦୀପାବଳି ଲାଗି ବଢ଼ିଲା ପ୍ରଦୂଷଣ, ରାଜଧାନୀରେ AQI -୧୮୦କୁ ଖସିଲା

ଭୁବନେଶ୍ୱର : ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ । ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାଜଧାନୀରେ AQI 180 ପାର ହୋଇଛି । ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଦୂଷିତ ହୋଇଯାଇଛି ବାୟୁ । ଲକ୍ଷ୍ମୀସାଗର … Read More

ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବରଗଡ: ବରଗଡ଼ ଜେଲରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । କଏଦୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାକୁ ନେଇ ପୁଲିସର ଛାନଭିନ ଜାରି ରହିଛି। ମୃତ କଏଦୀ ଜଣକ ଅତାବିରା ଥାନା ଅଞ୍ଚଳ ଜହ୍ନାପଡା ଗାଁର ପ୍ରାୟ … Read More

ଦୀପାବଳିରେ ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ

କଟକ : ଦୀପାବଳିରେ ବିଭିନ୍ନ ସ୍ଥାନରେ ଅଘଟଣ। ଟ୍ବିନସିଟିରେ ବାଣ ଫୁଟି ୧୦୦ରୁ ଅଧିକ ଆହତ । ୭ରୁ ୯ ବାଣ ଫୁଟା କଟକଣାକୁ ଫୁ କରି କରିଦେଲେ ଲୋକେ । ଟ୍ବିନସିଟିରେ ବିଳମ୍ବିତ ରାତି ଯାଏ ଚାଲିଲା ଢୋ ଢା । … Read More

ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର

ବିନିକା: ବିନିକା ସହରାଞ୍ଚଳରେ ସୋମବାର ରାତିରେ ଦୀପାବଳି ଉତ୍ସବ ପାଳନ ସମୟରେ ବାଣ ଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ସହରର ପାତିକାର ପଡ଼ା ଓ ମନୋହରି ପଡ଼ାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବାରୁ ୬ ଜଣ ଆହତ ହୋଇଛନ୍ତି। … Read More

ନିଶାମୁକ୍ତି କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

କଟକ : ନିଶାମୁକ୍ତି କେନ୍ଦ୍ରରେ ମୃତ୍ୟୁ । କଟକ ସଦର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଉତ୍ତମାପୁର ଅଞ୍ଚଳରେ ରହିଥିବା ନିଶା ମୁକ୍ତି କେନ୍ଦ୍ରରେ ଏହି ଅଘଟଣ ଘଟିଛି ।  ମୃତ ଯୁବକ ସୌମ୍ୟରଞ୍ଜନ ଦାସ । … Read More

ବାଣ ଫୁଟି ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ବାଣ ଫୁଟି ପୁଅ ମୃତ, ବାପା ଗୁରୁତର । ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ଏହି ଅଘଟଣ ଘଟିଛି । ମୃତ ପୁଅ ସରୋଜ ପ୍ରଧାନ, ଗୁରୁତର ବାପା ପ୍ରମୋଦ ପ୍ରଧାନ । ପ୍ରମୋଦଙ୍କ ହାତ ଛିଣ୍ଡି … Read More