‘କଳାମଣ୍ଡଳ’ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ  କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରର ସୈନିକ … Read More

ବାଘ ଆକ୍ରମଣରେ ଛେଳି ଚରାଳି ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଟାଇଁସି ଗ୍ରାମ ନିକଟରେ ବାଘ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଜଣକ ହେଲେ ଟାଇଁସି ଗ୍ରାମର ପୁରେନ୍ଦ୍ର ବେହେରାଙ୍କ ପୁଅ ବସନ୍ତ ବେହେରା … Read More

କାଠ ଫାଳିଆରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

କପ୍ତିପଦା: ସ୍ବାମୀ ଭୁଲିଗଲା ସଂପର୍କ। ବିବାହ ବେଦିରେ ଧରିଥିବା ହାତ ଏବଂ ପ୍ରତିଜ୍ଞାକୁ ଭୁଲି ଯାଇ ପତ୍ନୀଙ୍କୁ ନିମର୍ମ ଭାବେ ହତ୍ୟା କରିଛି। ଜହ୍ଲାଦ ସ୍ୱାମୀର କାଠ ଫାଳିଆ ମାଡ଼ରେ ପତ୍ନୀଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲା … Read More

ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ମାରାଥନ ପ୍ରଚାର

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶୁକ୍ରବାର ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କୋମନା ବ୍ଲକର ୩ ନମ୍ବର ଜିଲା ପରିଷଦ ଜୋନରେ ମାରାଥନ ପ୍ରଚାର କରିଛନ୍ତି। ନୂଆଗାଁ ପଞ୍ଚାୟତରୁ … Read More

ମାନବ ଚୋରା ଚାଲାଣ ସମ୍ପର୍କିତ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର: ପୁଲିସ ଭବନ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ “ମାନବ ଚୋରା ଚାଲାଣ ସମ୍ପର୍କିତ ଏକ ରାଜ୍ୟସ୍ତରୀୟ ସମ୍ମିଳନୀ”କୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସାମ୍ପ୍ରତିକ ପରିସ୍ଥିତିରେ ମାନବ ଚାଲାଣ କେବଳ ଓଡିଶା ପାଇଁ … Read More

ରାସନ କାର୍ଡ ହିତାଧକାରୀଙ୍କୁ ମିଳିବ ୫କେଜି ଅଧିକ ଚାଉଳ

ଭୁବନେଶ୍ୱର: ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । … Read More

‘ଜୈବିକ ଚାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ’

ପୁରୀ : ଜୈବିକ ଟାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ ।  ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ କରାଯିବ ।  ବଳଭଦ୍ର ଜୈବିକ ଚାଷ ମିଶନ ଦ୍ୱାରା ପ୍ରସ୍ତୁତ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ ବୋଲି କୃଷି … Read More

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଯେ କୌଣସି ପରିସ୍ଥିତି ମୁକାବିଲା … Read More

ବାଇକରେ ବୁହା ହେଲା ମରଶରୀର, ଗାଁକୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି

ବୌଦ୍ଧ : ସରୁନି ଦୁଃଖ । କେବେ ଅନ୍ତ ହେବ ଗାଁର ଦୁର୍ଦ୍ଦଶା । ୬କିଲୋମିଟର ବାଟ ବାଇକରେ ବୁହା ହେଲା ମରଶରୀର । ରାସ୍ତାର ଦୁର୍ଦ୍ଦଶା ପାଇଁ ଗାଁ କୁ ଯାଇ ପାରିଲାନି ମହାପ୍ରୟାଣ ଗାଡ଼ି । ଏଭଳି ଅଭାବନୀୟ ଘଟଣା … Read More

ଅପେରା ଦେଖାଇବାକୁ ଡାକିନେଇ ମାରିଦେଲା ସାଙ୍ଗ

କେନ୍ଦୁଝର : ମୋ ସ୍ବାମୀଙ୍କୁ ଅପେରା ଦେଖିବାକୁ ସାଙ୍ଗ ମାନେ ଘରୁ ଡାକି ନେଇ ମାରି ଦେଲେ । ଟାଉନ ଥାନାରେ ଏପରି ଲିଖିତ ଅଭିଯୋଗ କରିଛନ୍ତି ମୃତକ ଜଯନ୍ତ ପାତ୍ରଙ୍କ ସ୍ତ୍ରୀ ସୌଭାଗିନୀ ପାତ୍ର । ଅଭିଯୋଗ ଅନୁସାରେ ଜୟନ୍ତ କେନ୍ଦୁଝର … Read More