ଛେଳିକୁ ବଞ୍ଚାଇବାକୁ ଯାଇ ଯୁବକ ଗୁରୁତର, ହାତ ଛିଣ୍ଡେଇ ନେଲା କୁମ୍ଭୀର
ଅନୁଗୁଳ : ଯୁବକଙ୍କ ହାତ ଛିଣ୍ଡେଇ ନେଲା କୁମ୍ଭୀର । ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ରଣିଆକଟା ପଞ୍ଚାୟତ ଝାମ୍ପୁଲି ଗାଁ ନିକଟ ଏକ ଯୋରରେ ଥିବା କୁମ୍ଭୀର ଜଣେ ଯୁବକଙ୍କ ହାତକୁ କାମୁଡ଼ି ଛିଣ୍ଡେଇ ନେଇଯାଇଛି । କୁମ୍ଭୀର ମୁହଁରୁ ଛେଳିକୁ … Read More
