ଭାରତୀୟ କମ୍ପାନୀ ମଧ୍ୟପ୍ରାଚ୍ୟରୁ ଅଧିକ ତୈଳ କିଣିବା ସମ୍ଭାବନା

ନୂଆଦିଲ୍ଲୀ: ରୁଷର ଦୁଇଟି ପ୍ରମୁଖ ଉତ୍ପାଦକଙ୍କ ଉପରେ ଆମେରିକାର କଟକଣା ପରେ, ଭାରତର ତୈଳ ବିଶୋଧନଗାର ଗୁଡିକ ଉପରେ ପ୍ରଭାବ ପଡିବା ଆରମ୍ଭ ହୋଇଛି। ରୁଷରୁ ଆମଦାନୀ ହ୍ରାସ ପାଇଁ ମଧ୍ୟପ୍ରାଚ୍ୟ, ଲାଟିନ୍ ଆମେରିକା ଏବଂ ଆମେରିକାରୁ ଭାରତ ଅଶୋଧିତ ତୈଳ … Read More

ପୁଲିସ୍‌ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତ ବିଜାପୁର ଜିଲ୍ଲା ଲାଲବାହିନୀଙ୍କ ବର୍ବରତା। ମାଓବାଦୀମାନେ ଅସୁର ଥାନା ଅନ୍ତର୍ଗତ ନେଲାକାଂକେର ଗାଁର ଦୁଇ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସଶସ୍ତ୍ର ମାଓବାଦୀମାନେ ନେଲା କାଙ୍କେର ଗାଁରେ ପହଞ୍ଚିଥିଲେ। … Read More

ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଓ ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ବାଲେଶ୍ଵର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ କର୍ମଚାରୀ ମାନଙ୍କର ଛୁଟି ବାତିଲ ହୋଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି, ସୋମନଙ୍କୁ ତୁରନ୍ତ କାର୍ଯ୍ୟରେ … Read More

ନୂଆପଡାରେ ସୁଭଦ୍ରା ଶକ୍ତି ସମାବେଶ

ନୂଆପଡ଼ା : ଆଜି ନୂଆପଡା ବିଜେପି କାର୍ଯ୍ୟଳୟ ରେ ସୁଭଦ୍ରା ଶକ୍ତି ସମାବେଶ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେପି ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦକ ପୂର୍ଣ୍ଣିମା ନାଏକ ମଞ୍ଚ ସଞ୍ଚାଳନ କରିଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ବ୍ରହ୍ମଗିରି ବିଧାୟକ ଉପାସନା … Read More

ଦୁଇ ବାଇକ୍ ମୁହାଁମୁହିଁ: ୨ ମୃତ

ମୁନିଗୁଡା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା। ଦୁଇ ବାଇକ୍ ଆରୋହୀ ମୃତ। ମୁନିଗୁଡା-ବିଷମକଟକ ରାସ୍ତା ବୁରୁଜୁଗୁଡା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ … Read More

ଓଡ଼ିଶାକୁ ବାତ୍ୟା ଭୟ ନାହିଁ, ଭୀଷଣ ବର୍ଷାରେ ପ୍ରଭାବିତ ହେବ ୧୫ ଜିଲ୍ଲା !

ଭୁବନେଶ୍ୱର  : ଓଡ଼ିଶାକୁ ବାତ୍ୟା ଭୟ ନାହିଁ ।  କିନ୍ତୁ ଭୀଷଣରୁ ଅତି ଭୀଷଣ ବର୍ଷା ହେବ ।  ପ୍ରଭାବିତ ହୋଇପାରେ ୧୫ ଜିଲ୍ଲା। ଦକ୍ଷିଣ ଓ ଉପକୂଳ ଓଡ଼ିଶା ଅଧିକ ପ୍ରଭାବିତ ହେବା ଆଶଂକା। ଯଦି ବାତ୍ୟା ତାର ଗତିପଥ ବଦଳାଏ, … Read More

ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’

ଭୁବନେଶ୍ୱର : ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ ।  ଆଜି ସୁଦୃଶ୍ୟ ଲଘୁଚାପ ଅବପାତର ରୂପ ନେଇଛି ।  କାଲି ଗଭୀର ଅବପାତ ଓ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ ।  ଏହା ଉତ୍ତର ପଶ୍ଚିମ ଦିଗରେ ଗତି … Read More

ଏୟାରହୋଷ୍ଟ୍ରେସ୍‌ଙ୍କୁ ପ୍ରେମ ପରେ ପ୍ରତାରଣା, ଭୁବନେଶ୍ବର ଏୟାରପୋର୍ଟ DGM ଗିରଫ

ଭୁବନେଶ୍ଵର: ଏୟାରହୋଷ୍ଟ୍ରେସ୍‌ ଙ୍କୁ ଲଭ୍‌ , ସେକ୍ସ, ଧୋକା ଅଭିଯୋଗରେ ଭୁବନେଶ୍ଵର ଏୟାରପୋର୍ଟ ଡିଜିଏମ୍ ଗିରଫ ହୋଇଛନ୍ତି। ଏୟାରପୋର୍ଟ ଡିଜିଏମ ଉମାକାନ୍ତ ପଟେଲଙ୍କୁ କମିଶନରେଟ୍ ପୋଲିସ୍‌ ଗିରଫ କରିଛି। ମିଛ କଥା କହି ଅବୈଧ ସମ୍ପର୍କ ରଖିଥିବା ଅଭିଯୋଗରେ ତାଙ୍କୁ ଗିରଫ … Read More

ପରକିୟା ପ୍ରୀତି ସନ୍ଦେହରେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇବା ଅଭିଯୋଗରେ ୪ ଗିରଫ

ଆନନ୍ଦପୁର : ମହଙ୍ଗା ପଡ଼ିଲା କଙ୍ଗାରୁ କୋର୍ଟ । ପରକିୟା ପ୍ରୀତି ସନ୍ଦେହରେ ଜଣେ ମହିଳା ଓ ପୁରୁଷଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡ଼ିଲା ମହଙ୍ଗା । ଭିଡିଓ ଭାଇରାଲ ପରେ ୪ଜଣଙ୍କୁ ଗିରଫ କଲା ପୋଲିସ । … Read More