ଦୀପାବଳି ପରେ ଦିଲ୍ଲୀର ବାୟୁମଣ୍ଡଳ ଅଧିକ ପ୍ରଦୂଷିତ, ବଢ଼ିଲେ ୩୦% ଶ୍ବାସରୋଗୀ
ନୂଆଦିଲ୍ଲୀ : ଦୀପାବଳି ପରେ ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଅଧିକ ମାତ୍ରାରେ ପ୍ରଦୂଷିତ ହୋଇପଡିଛି। ଏଥିଯୋଗୁଁ ଦୀପାବଳି ପରଠାରୁ ସହରରେ ଶ୍ବାସରୋଗୀଙ୍କ ସଂଖ୍ୟା ୩୦ ପ୍ରତିଶତ ବୃଦ୍ଧି ପାଇଥିବା ଜଣାପଡିଛି। ଶ୍ବାସରୋଗୀଙ୍କ ବ୍ୟତୀତ ଗର୍ଭବତୀଙ୍କୁ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେବାକୁ … Read More
