ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ, ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀରେ ଦେବେ ଯୋଗ
ଭୁବନେଶ୍ୱର: ମୁମ୍ବାଇରେ ଅକ୍ଟୋବର ୨୭ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆଜି ମୁମ୍ବାଇ ଗସ୍ତ କରୁଛନ୍ତି । … Read More
