‘ମୋନ୍ଥା’ ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର … Read More

ବିଫଳ ହେଲା ପାକ୍‌-ଆଫଗାନ୍‌ ୯ ଘଣ୍ଟିଆ ଆଲୋଚନା

ଇସ୍ତାନବୁଲ: ତୁର୍କୀ ରାଜଧାନୀ ଇସ୍ତାନବୁଲରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ଦ୍ବିପାକ୍ଷିକ ବୈଠକ ବିଫଳ ରହିଛି। ଆଲୋଚନାରେ ପାକିସ୍ତାନ ତରଫରୁ ଆଫଗାନିସ୍ତାନକୁ ଆତଙ୍କବାଦୀ ସମାପ୍ତ କରିବା ପାଇଁ ଏକ ତଥ୍ୟ ଭିତ୍ତିକ ଯୋଜନା ପ୍ରଦାନ କରାଯାଇଛି। ପାକିସ୍ତାନ ଗଣମାଧ୍ୟମ ସୂଚନା … Read More

ପାକିସ୍ତାନ ଆତଙ୍କବାଦୀଙ୍କ ନଜର ତାଲିକାରେ ସଲମାନ !

ଇସଲାମାବାଦ: ବଲିଉଡ୍‌ର ତିନି ଅଭିନେତା ଶାହରୁଖ, ସଲମାନ ଓ ଅମିର ଖାନ୍‌ଙ୍କର ପାକିସ୍ତାନରେ ଯଥେଷ୍ଟ ଲୋକପ୍ରିୟତା ଥିବାବେ​ଳେ ସଂଖ୍ୟାଧିକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ … Read More

ସରିଲା ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା : ଦୀର୍ଘଦିନ ଧରି ଚାଲିଥିବା ଅଯୋଧ୍ୟା ରାମମନ୍ଦିର ନିର୍ମାଣ ଶେଷ ହୋଇଛି । ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ସରିଲା ମନ୍ଦିର ନିର୍ମାଣ କାର୍ଯ୍ୟ । ୨୨ ଜାନୁଆରୀ ୨୦୨୪ରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ … Read More

ଆସନ୍ତାକାଲି ଠାରୁ ୧୨ ରାଜ୍ୟରେ SIR ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ: ନିର୍ବାଚନ କମିଶନ

ନୂଆଦିଲ୍ଲୀ : ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ, ବିହାରରେ ଏସଆଇଆରର ସଫଳତା ପରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଏବେ ଦେଶର … Read More

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଲାଗି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ କଲେ CJI ବିଆର ଗଭାଇ

ନୂଆଦିଲ୍ଲୀ : ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ବିଆର ଗଭାଇ । ନଭେମ୍ବର ୨୪ରେ ସୂର୍ଯ୍ୟକାନ୍ତ ପ୍ରଧାନ ବିଚାରପତି ଭାବେ ଶପଥ ନେଇପାରନ୍ତି । ଆସନ୍ତା … Read More

ମୁମ୍ବାଇରୁ ଧରାପଡ଼ିଲେ ୬ ସଂଦିଗ୍ଧ ଆଫଗାନ ନାଗରିକ

ମୁମ୍ବାଇ: ମୁମ୍ବାଇ ପୁଲିସ ସୋମବାର ଛଅ ଜଣ ସଂଦିଗ୍ଧ ଆଫଗାନ ନାଗରିକଙ୍କୁ ଗିରଫ କରିଛି। ସେମାନେ ସମସ୍ତେ ଜାଲ କାଗଜପତ୍ର ଆଧାରରେ ମୁମ୍ବାଇରେ ରହୁଥିଲେ। ପଚରାଉଚରା ସମୟରେ ସେମାନେ କୌଣସି ବୈଧ କାଗଜପତ୍ର ଦେଖାଇ ପାରି ନଥିଲେ, ଯାହା ଫଳରେ ପୁଲିସ … Read More

ବଦଳିଲା ଉତ୍ତରପ୍ରଦେଶ ମୁସ୍ତାଫାବାଦର ନାଁ, ନୂଆ ନାମ ହେବ କବୀରଧାମ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଲଖିମପୁର-ଖିରି ଅନ୍ତର୍ଗତ ମୁସ୍ତାଫାବାଦ ଗ୍ରାମର ନାମ ପରିବର୍ତ୍ତନ କରାଯାଇଛି । ଏବେ ଏହି ଗାଁର ନୂଆ ନାମ ହେବ କବୀରଧାମ । ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, … Read More

ଦଳ ବିରୋଧୀ କାମ ପାଇଁ ୪ ନେତାଙ୍କୁ ବହିଷ୍କାର କଲା ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ- ୨୦୨୫ ପୂର୍ବରୁ ବିଜେପି ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିଥିବା ୪ଜଣ ନେତାଙ୍କୁ ଛଅ ବର୍ଷ ପାଇଁ ବହିଷ୍କାର କରିଛି। ଏମାନଙ୍କ ମଧ୍ୟରେ କହଲଗାଓଁ ବିଧାନସଭା ଆସନରୁ ପବନ ଯାଦବ, ବାହାଦୁରଗଞ୍ଜ ଆସନରୁ ବରୁଣ ସିଂହ, … Read More

ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ

ଭୁବନେଶ୍ଵର: ଧୀରେ ଧିରେ ଉପକୂଳ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ମନ୍ଥା। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ -କଳିଙ୍ଗପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡିଶାରେ ପହଞ୍ଚିବାବେଳକୁ ଦୁର୍ବଳ ହୋଇଯାଇଥିବ। ତେବେ ବାତ୍ୟା ମୋନ୍ଥା ପାଇଁ ୨୭ ଏବଂ … Read More