ମୋନ୍ଥା ପ୍ରଭାବ: ଖୋର୍ଦ୍ଧା ସମେତ ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା…

ଭୁବନେଶ୍ୱର: ବାତ୍ୟା “ମୋନ୍ଥା” ସୋମବାର ସକାଳ ୮.୩୦ ସମୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ। ଏହା ପ୍ରଭାବରେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। … Read More

ବାତ୍ୟାର ମୁକାବିଲା: ଶ୍ରୀକାକୁଲମ ଓ ଭାଇଜାଗ୍ ଗଲା ଏନଡିଆରଏଫର ୩ଟି ଟିମ୍‌

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ରୂପ ନେଇଛି ବାତ୍ୟା ‘ମୋନ୍ଥା’ । ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ଏହି ସାମୁଦ୍ରିକ ଝଡ । ଗଞ୍ଜାମ ଓ ଗଜପତି ଜିଲାରେ ସକାଳୁ ପ୍ରବଳ ବର୍ଷା ହେଉଛି । ବାତ୍ୟା ମୋନ୍ଥା ପାଇଁ … Read More