ମାଟି ଅତଡା ଧସି ୨୦ଆଦିବାସୀ ଗ୍ରାମକୁ ଯାତାୟତ ଠପ୍
ପାତ୍ରପୁର: ସାମୁଦ୍ରିକ ଝଡ ମନ୍ଥା ପ୍ରଭାବରେ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ୍ ରେ ଜିଲ୍ଲାର ସର୍ବାଧିକ ବୃଷ୍ଟି ରେକଡ୍ ହୋଇଛି। ବର୍ଷା ଫଳରେ ଦୁର୍ଗମ ପାହାଡ ଅଞ୍ଚଳରେ ଆଦିବାସୀ କରିଥିବା ବିଭିନ୍ନ ଫସଲ ମାଟିରେ ଅତଡାରେ ନଷ୍ଟ ହେବା ଆଶଙ୍କା ଦେଖା … Read More
