ଦୁଇ ବସ ମୁହାଁମୁହିଁ: ୭ ମୃତ, ୪୦ ଆହତ

ତାମିଲନାଡୁ: ତାମିଲନାଡୁରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ସରକାରୀ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତାମିଲନାଡୁର ଶିବଗଙ୍ଗା ଜିଲା … Read More

ଦନ୍ତେୱାଡ଼ାରେ ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ଛତିଶଗଡ଼: ଛତିଶଗଡ଼ର ଦନ୍ତେୱାଡ଼ା ଜିଲାରେ ୩୭ ଜଣ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୭ ଜଣଙ୍କ ଉପରେ ୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଏହି ମାଓବାଦୀମାନେ ବରିଷ୍ଠ ପୁଲିସ ଏବଂ ସିଆରପିଏଫ ଅଧିକାରୀଙ୍କ ନିକଟରେ ଆତ୍ମସମର୍ପଣ … Read More

ବଢିଲା ଏସ୍‌ଆଇଆର୍‌ ପ୍ରକ୍ରିୟା ଅବଧି: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ବଡ ସୂଚନା ମିଳିଛି। ଚଳିତ ଏସ୍‌ଆଇଆର୍‌ ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି ହୋଇଛି। ବର୍ତ୍ତମାନ୍ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏସ୍‌ଆଇଆର୍‌ ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ … Read More

ଡିଟୱା ଅପଡେଟ: ଦକ୍ଷିଣ ଭାରତରେ ବିମାନ ଓ ରେଳସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଭାରତ ମୁହାଁ ଅଗ୍ରସର ହେଉଛି ବାତ୍ୟା ଡିଟୱା । ଫଳରେ ତାମିଲନାଡୁ-ପୁଡୁଚେରୀ ଉପକୂଳରେ ଅତି ପ୍ରବଳ ବର୍ଷା ଯୋଗୁଁ ତାମିଲନାଡୁର ଅନେକ ସ୍ଥାନ ପ୍ରଭାବିତ ହେଉଛି । ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ଅନେକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି  । … Read More

କାଲିଫର୍ନିଆରେ ଭୟଙ୍କର ଗୁଳିକାଣ୍ଡ, ୪ ମୃତ ଓ ୧୯ ଆହତ

କାଲିଫର୍ନିଆ : ୱାଶିଂଟନରେ ନ୍ୟାସନାଲ୍ ଗାର୍ଡ ସଦସ୍ୟଙ୍କ ଉପରେ ଆକ୍ରମଣର ୩ ଦିନ ପରେ କାଲିଫର୍ନିଆର ଷ୍ଟକଟନ୍‌ରେ ଏକ ବଡ଼ ଗୁଳିକାଣ୍ଡ ଘଟିଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆହତ ହୋଇଛନ୍ତି । ସୂଚନା ପାଇବା … Read More

ଇଟାଲୀରେ ମହିଳା ହତ୍ୟାକାରୀଙ୍କୁ ମିଳିବ ଆଜୀବନ କାରାଦଣ୍ଡ

ଇଟାଲୀ : ଜଣେ କଲେଜ ଛାତ୍ରୀଙ୍କ ହତ୍ୟା ପରେ ଇଟାଲୀରେ ଆଇନ ପରିବର୍ତ୍ତନ । ମହିଳା ହତ୍ୟାକାରୀଙ୍କୁ ମିଳିବ ଆଜୀବନ କାରାଦଣ୍ଡ । ନଭେମ୍ବର ୨୫ତାରିଖରେ ଇଟାଲୀୟ ସଂସଦ ଏନେଇ ଏକ ଆଇନ ପାସ୍ କରିଥିଲା । ଯାହାକୁ ସରକାର ଏବଂ ବିରୋଧୀ … Read More

‘ଡିଟୱା’ ପ୍ରଭାବ: ତାମିଲନାଡ଼ୁରେ ବିଭିନ୍ନ ପରୀକ୍ଷା ବାତିଲ

ତାମିଲନାଡ଼ୁ : ଶ୍ରୀଲଙ୍କାରେ ଛାରଖାର କରିବା ପରେ ଭାରତ ମୁହାଁ ହୋଇଛି ବାତ୍ୟା ଡିଟୱା । ତାମିଲନାଡ଼ୁ, ପୁଡ଼ୁଚେରୀ ଉପକୂଳ ଆଡ଼କୁ ମାଡ଼ି ଆସୁଛି । ଆଜି ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ତାମିଲନାଡୁରେ ପବନ ସହ … Read More

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏତଲା । ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା ନ୍ୟାସନାଲ ହେରାଲ୍ଡ ମାମଲାରେ ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୁଦ୍ଧରେ … Read More

ବାରବାଟୀ ମ୍ୟାଚ୍‌ ପାଇଁ କାଲିଠୁ ଅନଲାଇନ୍ ଟିକେଟ୍ ବିକ୍ରି

କଟକ : ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଡିସେମ୍ବର ୯ ତାରିଖରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଓଡିଶା ସରକାର ଏବଂ ଓଡିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିମୁକ୍ତ କରିବା … Read More

କାର୍ଯ୍ୟରେ ଅଭବହେଳା: ୧୦ ଶିକ୍ଷକଙ୍କ ଦରମା ବନ୍ଦ

ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ନୋଟିସ୍‌ ଜାରି ହୋଇଛି। କାର୍ଯ୍ୟରେ ଅଭବହେଳା ଅଭିଯୋଗରେ ୧୦ ଜଣ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି। ସୂଚନା … Read More