ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ, ୨୦ରେ ଶପଥ ଗ୍ରହଣ ଉତ୍ସବ

ବିହାର : ବିହାରରେ ନୂଆ ସରକାର ଗଠନକୁ ନେଇ ହଲଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ … Read More

ସାଉଦି ଆରବରେ ବସରେ ଲାଗିଗଲା ନିଆଁ, ୪୨ ଭାରତୀୟ ମୃତ !

ସାଉଦି ଆରବ: ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ ମକ୍କାରୁ … Read More

୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା … Read More

ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ ୪ ଅଭିନେତାଙ୍କୁ ବୋମା ଧମକ

ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା … Read More

ଡିସେମ୍ବର ୧ରୁ ଘରୋଇ ବସ ଧର୍ମଘଟ !

କଟକ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ … Read More

ପୋଖରୀରେ ବୁଡିଗଲେ ୨ ଶିଶୁ

ତିହିଡ଼ି: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଜାଫରାବାଦ ଗାଁରେ ପୋଖରୀରେ ବୁଡି ଦୁଇ ଶିଶୁଙ୍କର ମୃତ୍ୟୁ ଘଟିଛି। ମୃତକ ଜାଫରାବାଦ ଗାଁର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ (୩) ଏବଂ ସିମୁଳିଆ ଥାନା ଅଧୀନ ଫୁଲଗଡ଼ ଗ୍ରାମର ଜୟନ୍ତ ସାହୁଙ୍କ ପୁଅ … Read More

ବାଂଲାଦେଶୀଙ୍କୁ ଧରିବା ଲାଗି କେନ୍ଦ୍ରାପଡା ଓ ଜଗତସିଂହପୁରରେ ଯାଞ୍ଚ କଡ଼ାକଡ଼ି

ଜଗତସିଂହପୁର: ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଫାଣ୍ଡି ପଛପଟେ ଥିବା ବେହରାମପୁର ବସ୍ତିରେ ପୁଲିସ ରବିବାର ରାତିରେ ବାଂଲାଦେଶୀ ରହୁଥିବା ଖବର ପାଇ ଚଢଉ କରିଥିଲା। ସନ୍ଦିଗ୍ଧ ବାଂଲାଦେଶୀଙ୍କ କାରନାମା ସାମ୍ନାକୁ ଆସିବା ପରେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବାଂଲାଦେଶୀଙ୍କୁ ଧରିବା … Read More

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ତଦନ୍ତ ପାଇଁ ବ୍ରହ୍ମପୁର ଗଲା ସିବିଆଇ ଟିମ୍

ବ୍ରହ୍ମପୁର:ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା। ଅଧିକ ତଦନ୍ତ ଲାଗି ବ୍ରହ୍ମପୁର ଗଲା ସିବିଆଇ ଟିମ୍। ଓଡ଼ିଶା ପୁଲିସ୍‌ ନିଯୁକ୍ତି ବୋର୍ଡ ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ପୂର୍ବରୁ କ୍ରାଇମବ୍ରାଞ୍ଚି ଏହି … Read More

ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ: ଆଜି ୧୨ଘଣ୍ଟିଆ ଢେଙ୍କାନାଳ ବନ୍ଦ ପାଳନ କରାଯାଉଛି । ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଟିପିସିଓଡିଏଲର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ … Read More

ଲୋକଙ୍କ ସମସ୍ୟାର ସମାଧାନ ପାଇଁ ୩ କିମି ପାହାଡ଼ ଚଢିଲେ ବିଡିଓ

ନବରଙ୍ଗପୁର: ଚର୍ଚ୍ଚାରେ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବିଡ଼ିଓ କ୍ଷୀରୋଦ ଚନ୍ଦ୍ର ସାହୁ । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପାଦରେ ଚାଲିଚାଲି ଯାଇ ପାର ହେଲେ ତିନି ପାହାଡ଼ । ପାଞ୍ଚଟି ପରିବାର ପାଖରେ ସରକାରୀ ସୁବିଧାକୁ ପହଞ୍ଚାଇବା ପାଇଁ ଏଭଳି … Read More