ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ବାରବାଟି ମ୍ୟାଚ୍: ଡିସେମ୍ବର ୧ରୁ ଅନଲାଇନ୍ ଟିକେଟ ବିକ୍ରି

କଟକ : ଡିସେମ୍ବର ୯ ତାରିଖରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍ ବାରବାଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଏଥିପାଇଁ ଡିସେମ୍ବର ୧ ରୁ ଅନଲାଇନ୍ ଟିକେଟ ବିକ୍ରି ଆରମ୍ଭ ହେବ ।  ଡିସେମ୍ବର ୩ ଓ ୪ ତାରିଖରେ … Read More

ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ । ୨ ଦଫା ଦାବି ନେଇ ଏହି ଆନ୍ଦୋଳନ ହେବ । ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ … Read More

ଜଗତସିଂହପୁରରେ ବାଂଲାଦେଶୀଙ୍କ ଆଡ୍ଡାରେ ଚଢଉ: ମାରଣାସ୍ତ୍ର ଜବତ, ମହିଳା କନେଷ୍ଟବଳ ଆହତ

ଭୁବନେଶ୍ବର: ଜଗତସିଂହପୁରରେ ବାଂଲାଦେଶୀଙ୍କ ଆଡ୍ଡାରେ ଚଢଉ । ବିପୁଳ ମାରଣାସ୍ତ୍ର ଓ ପିସ୍ତଲ ଜବତ। ସଦର ଥାନା ବେହେରାମପୁର ବସ୍ତିରୁ ଦୁଇ ବାଂଲାଦେଶୀ ଅଟକ । ସେମାନଙ୍କ ଠାରୁ ବନ୍ଧୁକ, ୫ଟି କଟୁରୀ ଓ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ … Read More

୧୫ ଦିନ ପରେ ମେଡିକାଲରୁ ଉଦ୍ଧାର ହେଲେ ବାର୍ଥଡେ ପାର୍ଟିରୁ ନିଖୋଜ ଯୁବକ

ଭୁବନେଶ୍ବର: ନଭେମ୍ବର ୧ ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଠାବ କରାଯାଇଛି। ସୂଚନା ଅନୁଯାୟୀ, ସତ୍ୟଜିତ ଦାସ ନାମକ ଯୁବକଙ୍କୁ ଶନିବାର ଏକ ଆମ୍ବୁଲାନ୍ସରେ ହସ୍ପିଟାଲକୁ ଅଣାଯାଇଥିଲା। ଏହାପରେ ହସ୍ପିଟାଲ … Read More

ଗ୍ବାଲିୟରରେ ସଡ଼କ ଦୁର୍ଘଟଣା, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି … Read More

ବାଙ୍ଗାଇ ଜଙ୍ଗଲରୁ ୩ କିଲୋ ଆଇଇଡି ଉଦ୍ଧାର

ଶ୍ରୀନଗର: ଜଙ୍ଗଲରେ ଲୁଚି ରହିଥିବା ଏକ ବଡ ଷଡଯନ୍ତ୍ର ପଣ୍ଡ ହୋଇଛି। ରାଜୌରୀ ଜିଲ୍ଲାର ଥାନାମାଣ୍ଡି ଅଞ୍ଚଳର ବାଙ୍ଗାଇ ଜଙ୍ଗଲରୁ ୩ କିଲୋଗ୍ରାମର ଆଇଇଡି ମିଳିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା। ଅଧିକାରୀମାନଙ୍କ କହିବାନୁଯାୟୀ ଘଟଣାଟି ରାଜୌରୀ … Read More

୧୭ରେ ଜେଡିୟୁର ବିଧାୟକ ଦଳ ବୈଠକ

ବିହାର: ବିହାରରେ ନୂତନ ସରକାର ଗଠନ ଏବଂ ମେଣ୍ଟ ସରକାରରେ ଅଂଶୀଦାରଙ୍କ ଅଂଶଧନ ପାଇଁ ଫର୍ମୁଲା ଚୂଡାନ୍ତ ହୋଇଛି । ନୀତୀଶ କୁମାରଙ୍କ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଦଳ ଆସନ୍ତାକାଲି ଏକ ବିଧାୟକ ଦଳ ବୈଠକ ଡାକିଛନ୍ତି । ଯେଉଁଠାରେ ବିଧାୟକ … Read More

ଦିଲ୍ଲୀ ବିସ୍ଫୋରଣ ମାମଲା: ଆଇ-୨୦ କାର ମାଲିକ ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ୍‌ କିଲ୍ଲା ଅଞ୍ଚଳରେ ହୋଇଥିବା ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଆତଙ୍କବାଦୀଙ୍କ ଅନ୍ୟ ଜଣେ ସହଯୋଗୀଙ୍କୁ ଗିରଫ କରିଛି। ସେହି ବ୍ୟକ୍ତି ଜଣକ ହେଉଛି ଆକ୍ରମଣରେ ବ୍ୟବହୃତ ଆଇ-୨୦ କାର ମାଲିକ ଆମିର ରଶିଦ ଅଲ୍ଲୀ। ବିସ୍ଫୋରଣରେ … Read More

ଖୋଲିଲା ଲାଲକିଲ୍ଲା ମେଟ୍ରୋ ଷ୍ଟେସନ

ନୂଆଦିଲ୍ଲୀ : ଲାଲକିଲ୍ଲା ବିସ୍ଫୋରଣ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନକୁ ବନ୍ଦ କରି ଦିଆଯାଇଥିଲା । ବର୍ତ୍ତମାନ କିନ୍ତୁ ପୁଣି ଷ୍ଟେସନ୍ର ସମସ୍ତ ଗେଟ୍ କାର୍ଯ୍ୟକ୍ଷମତା ପାଇଁ ଖୋଲି ଦିଆଯାଇଛି ବୋଲି ଡିଏମଆରସି ଟ୍ବିଟ୍ ଘୋଷଣା କରିଛନ୍ତି … Read More

ଟେମ୍ପୋକୁ ଧକ୍କା ଦେଲା ଟ୍ରଲର: ୬ ତୀର୍ଥଯାତ୍ରୀ ମୃତ, ୧୪ ଆହତ

ରାଜସ୍ତାନ : ରାଜସ୍ତାନ ଯୋଧପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲାବେଳେ ୧୪ ଜଣ ଆହତ ହୋଇଛନ୍ତି । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ରବିବାର … Read More