ଲାଲକିଲା ବିସ୍ଫୋରଣ ମାମଲା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ
ନୂଆଦିଲ୍ଲୀ : ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା … Read More
