ଦିଲ୍ଲୀ ବିସ୍ଫୋରଣ ମାମଲା, ଆଡଭାଇଜରୀ ଜାରି କଲା ଟ୍ରାଫିକ ପୋଲିସ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ନିକଟରେ ଭୟଙ୍କର ବଡ଼ ବିସ୍ଫୋରଣ ହୋଇଛି । ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ଦୁଇ ଡଜନରୁ ଅଧିକ ଆହତ ହୋଇଛନ୍ତି । ପୋଲିସ ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି … Read More

ଇସଲାମବାଦରେ ବିସ୍ଫୋରଣ, ୯ ମୃତ

ଇସଲାମବାଦ : ପାକିସ୍ତାନର ରାଜଧାନୀ ଇସଲାମବାଦର ଜିଲ୍ଲା କୋର୍ଟ ବାହାରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । କୋର୍ଟ ପରିସରରେ ଥିବା ପାର୍କିଂ ଗାଡିରେ ଗ୍ୟାସ ସିଲିଣ୍ଡର … Read More

ବିହାରର ୩ ଏକଜିଟ୍ ପୋଲରେ ପୁଣି ଏନଡିଏ ସରକାର

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର … Read More

ରେକର୍ଡ ଭାଙ୍ଗିଲା ବିହାର ମତଦାନ: ସନ୍ଧ୍ୟା ୫ ସୁଦ୍ଧା ୬୭.୧୪ ପ୍ରତିଶତ ଭୋଟିଂ

ପାଟଣା: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ … Read More

ବିହାର ନିର୍ବାଚନ : ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨ ଗିରଫ

ବିହାର: RJDର ଅଭିଯୋଗ କ୍ରମେ ମୋତିହାରୀ ବୁଥ୍‌ରେ ୨ଗିରଫ । ନିୟମ ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ଉଭୟଙ୍କୁ ଗିରଫ କରାଯାଇଛି ।  ରାଷ୍ଟ୍ରୀୟ ଜନତା ଦଳ (RJD) ଅଭିଯୋଗ କରିବା ପରେ ବିହାରର ମୋତିହାରୀରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୋଗ … Read More

ବିହାରରେ ମହାମେଣ୍ଟର ବିଜୟ ସୁନିଶ୍ଚିତ: ରାଜେଶ୍ ରାମ

ବିହାର: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ … Read More

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ତଦନ୍ତ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ)। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ପକ୍ଷରୁ କରାଯାଉଥିଲା। ତେବେ ଏହି ତଦନ୍ତରୁ … Read More

ରାତି ପାହିଲେ ପ୍ରଥମାଷ୍ଟମୀ, ମାଧବାନନ୍ଦଙ୍କ ମନ୍ଦିରରୁ ବଡ଼ ଠାକୁରଙ୍କ ପାଇଁ ଗଲା ପୋଢୁଆଁ ଭାର

ଗୋପ: ଚଳଚଞ୍ଚଳ ହୋଇ ଉଠିଛି ନିଆଳୀ ନିକଟସ୍ଥ ମାଧବ ମନ୍ଦିର । ଶଙ୍ଖ, ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହୋଇ ଉଠୁଛି ପରିବେଶ । ଆଜି ସକାଳୁ ସକାଳୁ ମନ୍ଦିର ନିକଟସ୍ଥ ୨୫ରୁ ଅଧିକ ଗାଁର ପ୍ରାୟ ୨ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ … Read More

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

କଟକ : କଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି … Read More

ଘାଟିରେ ଓଲଟିଲା ଅଟୋ, ୧୩ ଗୁରୁତର

ପାତ୍ରପୁର: ପାତ୍ରପୁର ବ୍ଲକ ତ୍ରପୁର ବ୍ଲକ ତୁରିବୁଡି ପଂଚାୟତରେ ଅଭାବନୀୟ ଘଟଣା ଘଟିଛି। ଘାଟିରେ ଅଟୋ ଓଲଟି ୧୩ ଜଣ ଆହତ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଅଟୋଟି କିଛି ଲୋକଙ୍କୁ ନେଇ କୁମ୍ଭିଖାଲ ଗାଁକୁ ଏକ ଏକୋଇସା ଭୋଜିରେ … Read More