ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି
କଟକ: ପୀତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇ ହାଇକୋର୍ଟରେ ଆଜି କ୍ଷମା ମାଗିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍ । ମଙ୍ଗଳବାର ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଏସପି । ନିସର୍ତ୍ତ କ୍ଷମା ପ୍ରାର୍ଥନା … Read More
