ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍: ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର: ଇଭିଏମ୍ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍ ଆସିନାହିଁ … Read More
