OSRTC ବସ-ଟ୍ରକ ମୁହାଁମୁହିଁ, ୪ ଗୁରୁତର

କାମାକ୍ଷାନଗର:  ଭୟାବହ ଦୁର୍ଘଟଣା । OSRTC ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। … Read More

ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଫର୍ମପୂରଣ ଆରମ୍ଭ

କଟକ: ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ … Read More

ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ଅପରାହ୍ଣ ୪ଟାରୁ ବନ୍ଦ ହେବ ପ୍ରଚାର

ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ କାଲି ଥମିବ ପ୍ରଚାର । ଆସନ୍ତାକାଲି ଅପରାହ୍ଣ ୪ଟାରୁ ପ୍ରଚାର ବନ୍ଦ ହେବ । ଏହା୧୧ ତାରିଖ ସନ୍ଧ୍ୟା ୬ଟା ୩୦ଯାଏ ଜାରି ରହିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ୍ … Read More

ଭୁବନେଶ୍ୱରରେ ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍‌ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ … Read More

ଏଲନ ମସ୍କଙ୍କ ଦରମା, ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ

ଶୀର୍ଷକଟି ଟିକେ ଅଡୁଆ ଲାଗୁଥାଇପାରେ, କିନ୍ତୁ ଏହା ସତ୍ୟ। ବିଶ୍ଵର ବଡ଼ ଧନୀମାନଙ୍କ ମଧ୍ୟରୁ ଅନ୍ୟତମ ଏଲନ ମସ୍କଙ୍କ ଦରମା ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ ସଙ୍ଗେ ସମାନ। ବିଶ୍ଵର ସୁବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ଦରମା କେତେ ତାହା … Read More

ଦିଲ୍ଲୀ ବିମାନବନ୍ଦରରେ ବଳମ୍ବ ହେଲା ୧୦୦ଟି ବିମାନ ଉଡ଼ାଣ, ATC ସିଷ୍ଟମରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦର ଅନୁଯାୟୀ, ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ସିଷ୍ଟମରେ ଏକ ଯାନ୍ତ୍ରିକ ସମସ୍ୟା ଯୋଗୁଁ ଶୁକ୍ରବାର ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (IGIA)ରେ ଅତି କମରେ ୧୦୦ ଟି ବିମାନ ଉଡ଼ାଣ ବିଳମ୍ବିତ ହୋଇଥିଲା । ବିମାନ … Read More

ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ, ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ । ରାଷ୍ଟ୍ର ଚେତନାକୁ ଜାଗ୍ରତ କରୁଥିବା ଭାବପୂର୍ଣ୍ଣ ବନ୍ଦନା ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ତମ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରବ୍ୟାପୀ ସ୍ମରଣୋତ୍ସବର ଶୁଭାରମ୍ଭ … Read More

ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ଏବଂ ବ୍ଲାକମେଲିଂ, ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ଆହତ

କୌଶାମ୍ବୀ: ଉତ୍ତର ପ୍ରଦେଶର କୌଶାମ୍ବୀ ଜିଲ୍ଲାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ସମ୍ପର୍କରେ ଫସାଇବା, ଦୁଷ୍କର୍ମ କରିବା ଏବଂ ବ୍ଲାକମେଲ୍ କରିବା ଅଭିଯୋଗରେ ଅଭିଯୁକ୍ତ ଜଣେ ବ୍ୟକ୍ତି ପୋଲିସ ଏନକାଉଣ୍ଟରରେ ଆହତ ହୋଇଛନ୍ତି, ଶୁକ୍ରବାର ଦିନ ଅଧିକାରୀମାନେ କହିଛନ୍ତି । ପୋଲିସ ଅନୁଯାୟୀ, … Read More

ପାକିସ୍ତାନର ଇତିହାସ ବେଆଇନ ଏବଂ ଗୁପ୍ତ ପରମାଣୁ କାର୍ଯ୍ୟକଳାପରେ ପରିପୂର୍ଣ୍ଣ: ଭାରତ

ନୂଆଦିଲ୍ଲୀ : ପାକିସ୍ତାନର ଗୁପ୍ତ ପରମାଣୁ ପରୀକ୍ଷଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚାଞ୍ଚଲ୍ୟକର ଦାବି ସଂପର୍କରେ ପ୍ରଥମ ପ୍ରତିକ୍ରିୟା ରଖିଛି ଭାରତ । ଭାରତ ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ଭାରତ ଟ୍ରମ୍ପଙ୍କ ବିବୃତ୍ତିକୁ ଗୁରୁତ୍ବ ଦେଇଛି। … Read More

ପୃଥିବୀକୁ ୧୫୦ ଥର ଧ୍ବଂସ କରିପାରିବ ଆମେରିକା: ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ । … Read More