ଇଣ୍ଡୋନେସିଆରେ ସ୍କୁଲରେ ବିସ୍ଫୋରଣ, ୫୪ ଆହତ
ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି … Read More
