ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି, ୧୭ ଗୁରୁତର

ଅନୁଗୋଳ: ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି । ୧୭ ଜଣ ଗୁରୁତର ହୋଇଛନ୍ତି । ସମ୍ବଲପୁରର ମାଆ ସମଲେଶ୍ୱରୀ ଦର୍ଶନ ପାଇଁ ଏକ ଟୁରିଷ୍ଟ ଗାଡ଼ିର ଲୋକମାନେ ଯାଉଥିବା ବେଳେ ଯାଉଥିବା ବେଳେ ଡିଭାଇଡର ପିଟି ହୋଇଥିଲା । … Read More

ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ହତ୍ୟା

ରାୟଗଡା: ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା ସ୍ପଷ୍ଟ … Read More

ଶ୍ରୀମନ୍ଦିରରୁ ପୁଣି ହିଡେନ କ୍ୟାମେରା ଜବତ

ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ । ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି । … Read More

କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣା: ଜଣେ ମୃତ,୧୫ରୁ ଅଧିକ ଆହତ

ଭଞ୍ଜନଗର : କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା । ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମୃତ, ୧୫ରୁ ଅଧିକ ଆହତ ହୋଇଛନ୍ତି । ବରଗଡ଼ ଠାରୁ ବ୍ରହ୍ମପୁର ଅଭିମୁଖେ ଶ୍ରୀରାମ ନାମକ ଯାତ୍ରୀବାହୀ ବସ୍ ଯାଉଥିଲା । କଳିଙ୍ଗା ଘାଟିରେ ମର୍ମନ୍ତୁଦ ବସ … Read More

ନୂଆପଡାରେ ନବୀନଙ୍କ ‘ରୋଡ ଶୋ’

ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡରେ ନବୀନଙ୍କ ରୋଡ ଶୋ’। ସ୍ବତନ୍ତ୍ର ବସରେ ପ୍ରଚାର କରୁଛନ୍ତି ନବୀନ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଲଥିଲେ ନେତା ଓ କର୍ମୀ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ … Read More

ବିହାରରେ ଜନସାଧାରଣ ପରିବର୍ତ୍ତନ ଚାହୁଁଛନ୍ତି : ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟଗ୍ରହଣ ଶେଷ ହୋଇଛି। ୧୮ ଟି ଜିଲ୍ଲାର ୧୨୧ ଟି ଆସନରେ ମତଦାନ ହୋଇଛି। ବଡ଼ କଥା ହେଉଛି ଏଥର ଗତ ୭୩ ବର୍ଷରେ ସର୍ବାଧିକ ୬୪.୪୬% ମତଦାନ ହୋଇଛି । … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ଭାରତର ସୁନାଝିଅ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତର ସୁନାଝିଅ । ଦେଶ ପାଇଁ ଗର୍ବ ଆଣିଥିବା ବିଶ୍ବବିଜୟିନୀଙ୍କୁ ନିମନ୍ତ୍ରଣ କରି ସେମାନଙ୍କୁ ଶୁଭେଚ୍ଛା ସହ ସାବାସୀ ଦେଲେ ରାଷ୍ଟ୍ରପତି । ଭାରତୀୟ ମହିଳା କ୍ରିକେଟ୍ ଦଳର ପ୍ରତି … Read More

JNU ଛାତ୍ର ସଂସଦ ନିର୍ବାଚନ: ୪ ପ୍ରମୁଖ ପଦବୀରେ ବାଜି ମାରିଲା ବାମପନ୍ଥୀ ମେଣ୍ଟ, ଆଦିତି ମିଶ୍ର ସଭାପତି

ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ଵବିଦ୍ୟାଳୟ(JNU) ଛାତ୍ର ସଂସଦ ନିର୍ବାଚନରେ ବାଜି ମାରିଛି ବାମପନ୍ଥୀ ମେଣ୍ଟ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)କୁ ନିର୍ବାଚନରେ ପରାଜୟବରଣ କରିବାକୁ ପଡ଼ିଛି। ୪ ପ୍ରମୁଖ ପଦବୀ ଯଥା- ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ ଏବଂ ଯୁଗ୍ମ ସମ୍ପାଦକ … Read More

ବିହାର ନିର୍ବାଚନ: ମତଦାନ ବେଳେ ୧୦ ଜିଲାରେ ଇଭିଏମ୍‌ ମେସିନରେ ତ୍ରୁଟି

ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଥିବା ବେଳେ ୧୦ଟି ଜିଲାରେ ଇଭିଏମରେ ତ୍ରୁଟି ଦେଖାଦେଇଛି । ୧୨୧ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଜାରି ରହିବ … Read More

ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ, ଇଭିଏମରେ ସିଲ୍ ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ

ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍‌ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ ପ୍ରତିଶତ ମତଦାନ ହୋଇଥିଲା। ଗୁରୁବାର … Read More