କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜିଉ
ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା … Read More
