୭ ତାରିଖରେ ସ୍କୁଲ, କଲେଜରେ ’ବନ୍ଦେ ମାତରମ’ ଗାନ କରିବେ ଛାତ୍ରୀଛାତ୍ରୀ
ଭୁବନେଶ୍ବର: ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। … Read More
