ଇତିହାସ ରଚିବ ISRO, ମହାକାଶ ଯିବ ‘ବାହୁବଳୀ’
ନୂଆଦିଲ୍ଲୀ: ଭାରତୀୟ ଅନ୍ତରୀକ୍ଷ ଏଜେନ୍ସି(ISRO) ମହାକାଶ ଜଗତରେ ନୂଆ ଇତିହାସ ରଚିବାକୁ ଯାଉଛି । ଦେଶର ସବୁଠାରୁ ଭାରୀ କମ୍ୟୁନିକେସନ ସାଟେଲାଇଟ୍ LVM3-M5 ଉତକ୍ଷେପଣ ପାଇଁ ISRO ସମସ୍ତ ପ୍ରସ୍ତୁତି ଶେଷ କରିଛି । CMS-3 ଆଜି ସନ୍ଧ୍ୟାରେ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ … Read More
