ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା: ୧୨ମୃତ, ମୃତକଙ୍କ ମଧ୍ୟରେ ଓଡ଼ିଆ ଯୁବତୀ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ଏହି ଘଟଣା ଜଣାପଡ଼ିବା … Read More
