ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଇନଫୋଭ୍ୟାଲିରେ ସିକ୍ସେମ୍ ପ୍ରାଇଭେଟ୍ ଲିମିଟେଡର ସେମିକଣ୍ଡକ୍ଟର ଫାବ୍ରିକେସନ୍ ୟୁନିଟର ଭୂମିପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସୂଚନା ପ୍ରସାରଣ ମନ୍ତ୍ରୀ … Read More
