ପ୍ରବଳ ଥଣ୍ଡା : ଘୁ ଉଦୟଗିରିରେ ତାପାମାତ୍ରା ୫.୪ ଡିଗ୍ରି ରେକର୍ଡ
ଜି ଉଦୟଗିରି : ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଫେରିଛି। ବିଗତ ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବଣ, ଜଙ୍ଗଲ ଓ ପାହାଡ଼ ଘେରା ଅଞ୍ଚଳରେ ଲୋକେ ଶୀତରେ ତ୍ରାହିତ୍ରାହି ଡାକୁଛନ୍ତି। ଗ୍ରାମାଞ୍ଚଳର … Read More
