ନୂଆପଡ଼ା ଉପ-ନିର୍ବାଚନ: ସୁରକ୍ଷା ବ୍ୟବସ୍ଥାରେ ଓଡ଼ିଶା ପୋଲିସ ସହ CRPF ର ୧୪ କମ୍ପାନୀ ନିୟୋଜିତ
ନୂଆପଡ଼ା: ନୂଆପଡ଼ା ଭୋଟ ପାଇଁ ନକ୍ସଲ ଚ୍ୟାଲେଞ୍ଜ । ନୂଆପଡ଼ା ଛତିଶଗଡ଼ ସୀମାକୁ ଲାଗିଛି । ତେଣୁ ନକ୍ସଲବାଦୀ ଦୃଷ୍ଟିକୋଣରୁ ଏଠାରେ ସମସ୍ୟା ରହିଛି। ନକ୍ସଲମାନଙ୍କର ଏହି ଅଞ୍ଚଳରେ ଏବେ ମଧ୍ୟ ପ୍ରଭାବ ରହିଛି ବୋଲି ଗୁଇନ୍ଦା ସୂଚନା ମିଳିଛି । ଉପ … Read More
