ମାଛ ଧରିବା ପାଇଁ ପୋଖରୀକୁ ଡେଇଁଲେ ରାହୁଲ!

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳର ନେତାମାନେ ଜନସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ ସେତିକି ଭିନ୍ନଭିନ୍ନ ଉପାୟମାନ ଅପଣାଉଛନ୍ତି। ଏହି କ୍ରମରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ … Read More

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଆଇଆଇଟି କାନପୁର ଦେଲା ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ଭାରତୀୟ ପ୍ରଶାସନିକ ସେବାରେ ଉଲ୍ଲେଖନୀୟ ଅବଦାନ, ଉତ୍କୃଷ୍ଟ ପ୍ରଶାସନିକ ଦକ୍ଷତା, ଦେଶ ଓ ଗଣତନ୍ତ୍ରକୁ ସୁଦୃଢ କରିବାର ଅବିସ୍ମରଣୀୟ ଅବଦାନ ପାଇଁ  ଆଇଆଇଟି କାନପୁର ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କୁ Distinguished Alumni Award (DAA) … Read More

ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯାଇ ଫେରିଛନ୍ତି। ଏହି … Read More

ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ ଜଙ୍ଗଲରାଜ ମଧ୍ୟରେ ଲଢେଇ: ଶାହା

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେପି ନେତା ତଥା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଗୋପାଳଗଞ୍ଜରେ ନିର୍ବାଚନ ପ୍ରଚାର ବେଳେ କହିଛନ୍ତି ଯେ ବିହାର … Read More

କେନିଆରେ ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

ନୌରୋବୀ :  କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ … Read More

ଦଳାଚକଟା ପରେ ଶ୍ରୀକାକୁଲମ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ କାଶୀବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ପୋଲିସ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ନେଇ ପ୍ରତିବନ୍ଧକ ଲଗାଇଛି । ଘଟଣାରେ ଅନେକ ଶ୍ରଦ୍ଧାଳୁଙ୍କ ହାଡ଼ … Read More

ମେକ୍ସିକୋ ସୁପରମାର୍କେଟରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ ସଂଖ୍ୟା … Read More

ଇତିହାସ ରଚିବ ISRO, ମହାକାଶ ଯିବ ‘ବାହୁବଳୀ’

ନୂଆଦିଲ୍ଲୀ: ଭାରତୀୟ ଅନ୍ତରୀକ୍ଷ ଏଜେନ୍ସି(ISRO) ମହାକାଶ ଜଗତରେ ନୂଆ ଇତିହାସ ରଚିବାକୁ ଯାଉଛି । ଦେଶର ସବୁଠାରୁ ଭାରୀ କମ୍ୟୁନିକେସନ ସାଟେଲାଇଟ୍ LVM3-M5 ଉତକ୍ଷେପଣ ପାଇଁ ISRO ସମସ୍ତ ପ୍ରସ୍ତୁତି ଶେଷ କରିଛି । CMS-3 ଆଜି ସନ୍ଧ୍ୟାରେ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ … Read More

ସହଜ ହେଲା ଆଧାର ଅପଡେଟ କରିବା, ଅନଲାଇନରେ ବଦଳାଇ ପାରିବେ ନାମ ଓ ମୋବାଇଲ ନମ୍ବର

ନୂଆଦିଲ୍ଲୀ: ଏଣିକି ଆଧାରର ଏସବୁ ଅପଡେଟ କରିବାକୁ ଯିବାକୁ ପଡିବ ନାହିଁ ଜନସେବା କେନ୍ଦ୍ର | ଘରେ ବସି ଆରାମରେ ଆପଣ ଆଧାର ଅପଡେଟ କରିପାରିବେ | ବାସ୍ତବରେ UIDAI (ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ) ନଭେମ୍ବର ୧ ତାରିଖରୁ … Read More

ବିହାର ନିର୍ବାଚନ: ରାଲିରେ ଯୋଗଦେଇ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କଲେ ମୋଦୀ

ବିହାର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଆରାରେ ଏକ ନିର୍ବାଚନୀ ରାଲିରେ କଂଗ୍ରେସ ଏବଂ ଆରଜେଡିକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଅପରେସନ ସିନ୍ଦୂରର ସଫଳତା ଦେଶର ମନୋବଳକୁ ବୃଦ୍ଧି କରିଥିଲା, କିନ୍ତୁ ବିରୋଧୀ ଦଳଗୁଡ଼ିକ ଏଥିରେ ଖୁସି ନଥିଲେ। … Read More