ଆନ୍ଧ୍ର ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଏକାଦଶି ଉପଲକ୍ଷେ ସ୍ବାମୀ ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟା … Read More

ନୂଆପଡ଼ାରେ କଂଗ୍ରେସର ରୋଡ୍ ସୋ

ନୂଆପଡ଼ା: ନୂଆପଡ଼ା ସହରରେ ଜାତୀୟ କଂଗ୍ରେସ ର ରୋଡ ସୋ।ଏହି ରୋଡ ସୋ ରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ନୂଆପଡ଼ା ପ୍ରାର୍ଥୀ ଘାସିରାମ ମାଝୀ ଅନ୍ୟ ଦଳୀୟ ନେତା ସହ ସହ କର୍ମୀ ଯୋଗ ଦେଇଥିଲେ।ଏହି … Read More

ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କଲେ ବୈଜୟନ୍ତ ପଣ୍ଡା

ନୂଆପଡା: ଉପନିର୍ବାଚନ ପାଇଁ କମ୍ପୁଛି ନୂଆପଡା। ବିଜେପିର ଜୟ ଢୋଲକିଆଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା। ଏହି ଅବସରରେ ଶ୍ରୀ ପଣ୍ଡା କହିଛନ୍ତି ପଶ୍ଚିମ ଓଡିଶା’ ମୋ ରକ୍ତରେ ଅଛି। ଏଠି ମୋ … Read More

୩ରୁ ୫ ତାରିଖ ଯାଏଁ ହାଇକୋର୍ଟ ଛୁଟି

କଟକ: ଓଡ଼ିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। ଏହି ଛୁଟି ପ୍ରତିବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। ଏ ସଂକ୍ରାନ୍ତରେ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ … Read More

ଏସଆଇ କେଳେଙ୍କାରୀ: ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ, ୫ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟର ମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ । ନେପାଳ ସୀମାନ୍ତ ଉତ୍ତରାଖଣ୍ଡରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଘଟଣା ପରଠାରୁ ନେପାଳ ସୀମାନ୍ତରେ ଆତ୍ମଗୋପନ କରିଥିଲା ଶଙ୍କର । ଓଡ଼ିଶାରେ ଏସଆଇ ପରୀକ୍ଷା ଘୋଟାଲାର … Read More

କାଠଯୋଡ଼ିରେ ବୁଡିଗଲେ ଦୁଇ ନାବାଳକ

କଟକ : ଆଜି କଟକ ନେତାଜୀ ସୁବାଷ ବୋଷ ବସ ଟର୍ମିନାଲ ସମ୍ମୁଖ କାଠଯୋଡ଼ି ନଦୀରେ ଘଟିଛି  ଅଘଟଣ ।  ପଞ୍ଚୁକ ସଂକୀର୍ତ୍ତନ ପାଇଁ ଯାଇଥିଲେ ନଦୀକୁ । କାଠଯୋଡ଼ି ନଦୀରେ ଗାଧୋଇବା ବେଳେ  ଦୁଇ ନାବାଳକ ବୁଡିଯାଇ ନିଖୋଜ ଅଛନ୍ତି । … Read More

ପିଟି ପିଟି ମହିଳାଙ୍କୁ ହତ୍ୟା ଅଭିଯୋଗ

ବାରଙ୍ଗ: ରାଜଧାନୀରେ ଚାଞ୍ଚଲ୍ୟ । ମହିଳାଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର ଲୋକ । ସେପଟେ ଫେରାର ହୋଇଯାଇଛନ୍ତି ଶାଶୁଘର ଲୋକେ । ଝିଅ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରୁ ନାହାନ୍ତି ପରିବାର । ନ୍ୟାୟ ପାଇଁ … Read More

ବ୍ୟବସାୟୀଙ୍କ କାର ଅଟକାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ଜୟପୁର: ବ୍ରିଜ ଉପରେ ଫିଲ୍ମ ଷ୍ଟାଇଲରେ ଲୁଟ । ବ୍ୟବସାୟୀଙ୍କ କାର ଅଟକାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ । କ୍ୟାମେରାରେ କଏଦ ହେଲା ଲୁଟ ବେଳର ଚିତ୍ର । ଜୟପୁର କୋଟପାଡ଼ର ଜଣେ ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟ୍ । କୋଟପାଡ଼ କୁନ୍ଦୁରା … Read More

ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ

ସୁବର୍ଣ୍ଣପୁର: ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ ମାଲ … Read More

ଅନଲାଇନ ପେମେଣ୍ଟକୁ ନେଇ ଗଣ୍ଡଗୋଳ, ଦୋକାନୀଙ୍କୁ ଆକ୍ରମଣ କଲା ଗ୍ରାହକ

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଦୋକାନୀଙ୍କୁ … Read More